Masthead

ଝାଡଖଣ୍ଡରେ ଡରାଉଛି ବାର୍ଡ ଫ୍ଲୁ

ଝାଡଖଣ୍ଡ(ବଡ଼ ଖବର ବ୍ୟୁରୋ): ପୁଣି ଡରାଉଛି ବାର୍ଡ ଫ୍ଲୁ ଏହା ବ୍ୟାପିବା ପରେ ପ୍ରଶାସନ ପକ୍ଷରୁ ତତ୍ପରତା ଦେଖାଇଛି । ଝାଡଖଣ୍ଡରେ ଏକ କୁକୁଡ଼ା ଫାର୍ମରେ ଠାବ ହୋଇଛି ଆଭିଆନ ଇନଫ୍ଲୁଏଞ୍ଜା ବା ବାର୍ଡ ଫ୍ଲୁ। ଏହି ଭୂତାଣୁ ଜାହାକୁ ନେଇ ଝାରଖଣ୍ଡ ପ୍ରଶାସନ ପକ୍ଷରୁ ସତର୍କ ସୂଚନା ଦିଆଜାଇଛି । ରାମ କୃଷ୍ଣ ଆଶ୍ରମ ପକ୍ଷରୁ ପରିଚାଳିତ ମୋରାବାଦି ସ୍ଥିତ କୁକୁଡ଼ା ଫାର୍ମ ଦିବ୍ୟାନ କୃଷି ବିଜ୍ଞାନ କେନ୍ଦ୍ରରେ ଥିବା ୯୨୦ଟି ପକ୍ଷୀଙ୍କୁ ହତ୍ୟା କରାଯାଇଛି ।

ପକ୍ଷୀଙ୍କ ବ୍ୟତୀତ ୪,୩୦୦ ଅଣ୍ଡାକୁ ମଧ୍ୟ ନଷ୍ଟ କରାଯାଇଛି । ପକ୍ଷୀମାନଙ୍କ ନମୁନା ପରୀକ୍ଷା ପାଇଁ ଭୋପାଲରେ ଥିବା ICAR-National Institute of High Security Animal Diseases (NIHSAD) କୁ ପଠା ଯାଇଥିଲା । ପରୀକ୍ଷାରୁ ପକ୍ଷୀଗୁଡ଼ିକ H5N1 ରେ ସଂକ୍ରମିତ ହୋଇଥିବା ସ୍ପଷ୍ଟ ହୋଇଛି । H5N1 ହେଉଛି ଆଭିଆନ ଇନଫ୍ଲୁଏଞ୍ଜାର ଗୋଟିଏ ଷ୍ଟ୍ରେନ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା 🔴 ଜାଡ଼ରେ ଥରୁଛି ଓଡ଼ିଶା, ୧୦ ଡିଗ୍ରୀ ତଳେ ରାଜ୍ୟର ବିଭିନ୍ନ ସହରର ତାପମାତ୍ରା 🔴 ବରିଷ୍ଠ କଂଗ୍ରେସ ନେତା ଶିବରାଜ ପାଟିଲଙ୍କ ଦେହାନ୍ତ 🔴 ଶୀତରୁ ନିସ୍ତାର ନାହିଁ 🔴 ରାସ୍ତା କଡ଼ରେ ଫିଙ୍ଗିଦେଲେ ସରକାରୀ ଔଷଧ 🔴 ବିଳମ୍ବିତ ରାତିରେ ଅନୁଗୁଳରେ ଗୁଳିମାଡ଼ 🔴 ଭୁବନେଶ୍ୱରରୁ ୮ଟି ବିମାନ ବାତିଲ 🔴 ରାଜ୍ୟରେ ଅସମ୍ଭାଳ ଜାଡ଼ 🔴 ମିଳିଲା ରାଖେଲଗୁଡ଼ା ମହିଳାଙ୍କ କଟାମୁଣ୍ଡ 🔴 ଆନ୍ଦୋଳନରୁ ହଟିଲେ ପ୍ରାଥମିକ ଶିକ୍ଷକ 🔴 ରାଜ୍ୟରେ ଆହୁରି ବଢ଼ିବ ଥଣ୍ଡା