Masthead

ନିର୍ବାଚନ ହାରିଗଲେ ବିଜେଡି ଭାଙ୍ଗିଯିବ : ହିମନ୍ତ ବିଶ୍ବଶର୍ମା

(ବଡ଼ ଖବର ବ୍ୟୁରୋ) ସମ୍ବଲପୁର, କେନ୍ଦୁଝର ଓ କଟକ ସଂସଦୀୟ କ୍ଷେତ୍ରରେ ମାରାଥନ୍ ପ୍ରଚାର କରୁଛନ୍ତି ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ବଶର୍ମା । ଓଡ଼ିଶା ଆସୁ ଆସୁ ବିଜେଡି ଉପରେ ବର୍ଷିଛନ୍ତି । ମାଆ ସମଲେଶ୍ବରୀଙ୍କୁ ଦର୍ଶନ କରି ପ୍ରତିକ୍ରିୟା ରଖିଛନ୍ତି । ସେ କହିଛନ୍ତି ଓଡ଼ିଆ ଅସ୍ମିତା ଓ ସ୍ବାଭିମାନକୁ ନେଇ ନିର୍ବାଚନ ଲଢ଼ାଯାଉଛି । ଏଠି ଯେଉଁ 5ଟି କଥା କୁହାଯାଉଛି, ଟି ଅର୍ଥ ହେଉଛି ତାମିଲନାଡୁ। ଏ ସରକାର ଓଡ଼ିଶାର ସମ୍ପତ୍ତିକୁ ଆଉଟ ସୋର୍ସ କରିଛନ୍ତି ଏଠି ମୁଖ୍ୟମନ୍ତ୍ରୀ ନାହାନ୍ତି, ।

ନିର୍ବାଚନ ହାରିଲେ ବିଜେଡି ଭାଙ୍ଗିଯିବ ଓ ସମସ୍ତେ ବିଜେପିକୁ ଚାଲି ଆସିବେ। ଯେଉଁମାନଙ୍କର ଆତ୍ମସମ୍ମାନ ଅଛି ସେମାନେ ବିଜେଡିରେ ରହିବେନି । କେବଳ ସେତିକି ନୁହେଁ ୧୧ ତାରିଖରେ ପାଣ୍ଡିଆନ ତାମିଲନାଡୁ ଚାଲିଗଲେ ବହୁତ କିଛି ଜଣାପଡ଼ିବ ବୋଲି କହିଛନ୍ତି ହିମନ୍ତ ବିଶ୍ୱଶର୍ମା। ଏନେଇ ବିଜେଡିର ପ୍ରତିକ୍ରିୟା ମିଳି ପାରିନି।


 


 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ