Masthead

ପଣ୍ଡୁଆରେ ଟଙ୍କା ବଣ୍ଟାକୁ ନେଇ ଗୋଷ୍ଠୀ ସଙ୍ଘର୍ଷ, ଜଣେ ଆହତ

ଘଷିପୁରା (ବଡ଼ ଖବର ବ୍ୟୁରୋ): ଘଷିପୁରା ନିର୍ବାଚନମଣ୍ଡଳିର ପଣ୍ଡୁଆ ଗାଁରେ ଟଙ୍କା ବଣ୍ଟାକୁ ନେଇ ଦୁଇ ଗୋଷ୍ଠୀ ମଧ୍ୟରେ ସଂଘର୍ଷ । ଜଣେ ଯୁବକ ଆହତ ହୋଇଛନ୍ତି। ଆହତ ଯୁବକ ପଣ୍ଡୁଆ ଗାଁର ବସନ୍ତ ଚକ୍ର । ତାଙ୍କୁ ସାଇଁକୁଳ ଡାକ୍ତରଖାନାରେ ଭର୍ତ୍ତି କରାଯାଇଛି। ନିର୍ବାଚନ ରାଜନୀତି ତଥା ସ୍ୱାଧୀନ ପ୍ରାର୍ଥୀ ଙ୍କ ନିମନ୍ତେ ଟଙ୍କା ବଣ୍ଟାକୁ ନେଇ ଗତକାଲି ସନ୍ଧ୍ୟାରେ ଉଭୟ ପକ୍ଷଙ୍କ ମଧ୍ୟରେ ପ୍ରଥମେ ବଚସା ଓ ପରେ ହାତାହାତି ହୋଇଥିଲେ ।

ପ୍ରତିପକ୍ଷ ଯୁବକଙ୍କ ଆକ୍ରମଣରେ ବସନ୍ତ ଆହତ ହୋଇଥିଲେ। ଘଟଣା ପରେ ସ୍ଥାନୀୟ ଅଞ୍ଚଳରେ ଚାପା ଉତ୍ତେଜନା ଦେଖାଦେଇଥିବା ବେଳେ ରାମଚନ୍ଦ୍ରପୁର ପୋଲିସ ପହଁଞ୍ଚି ପରିସ୍ଥିତିକୁ ନିୟନ୍ତ୍ରଣ କରିବା ସହ ଘଟଣାର ତଦନ୍ତ ଆରମ୍ଭ କରିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ