Masthead

୨୧ ଲୋକସଭା ଆସନ ବିଜେପିକୁ ଦେବେ ଓଡ଼ିଶାବାସୀ : ନଡ୍ଡା

କରଞ୍ଜିଆ(ବଡ଼ ଖବର ବ୍ୟୁରୋ):ଓଡ଼ିଶାରେ ବିଜେପି ନେତାଙ୍କ ପ୍ରଚାରପ୍ରସାର । ଆଜି କରଞ୍ଜିଆରେ ବିଜେପି ରାଷ୍ଟ୍ରୀୟ ଅଧ୍ୟକ୍ଷ ଜେପି ନଡ୍ଡା ପ୍ରଚାର କରିଛନ୍ତି । ଏହି ଅବସରରେ ନଡ୍ଡା କହିଛନ୍ତି ରାଜ୍ୟର ସମସ୍ତ ୨୧ ଲୋକସଭା ଆସନ ବିଜେପିକୁ ଦେବାକୁ ଓଡ଼ିଶାବାସୀ ନିଷ୍ପତ୍ତି ନେଇଛନ୍ତି । ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ୧୦ ବର୍ଷର ସରକାରରେ ରାଜନୀତିର ପରିଭାଷା ବଦଳିଛି ।

ଏବେ ସାଧାରଣ ଲୋକ ମୋଦୀଙ୍କ ନେତୃତ୍ୱରେ ବିକଶିତ ଭାରତ ଗଢିବାକୁ ଆଶା ପୋଷଣ କରୁଛନ୍ତି । ଭାରତରେ ଆଦିବାସୀ ଛାତ୍ରଛାତ୍ରୀଙ୍କ ପାଇଁ ଏକଲବ୍ୟ ମଡେଲ ସ୍କୁଲ ଖୋଲିଛନ୍ତି ମୋଦୀ ସରକାର । ଏବେ ଆଦିବାସୀ ଲୋକ ସଂଗ୍ରହ କରୁଥିବା ୯୦ଟି ଜଙ୍ଗଲଜାତ ଦ୍ରବ୍ୟକୁ ଏମଏସପିରେ ସାମିଲ କରିଛନ୍ତି । ଆଗାମୀ ୩ ବର୍ଷରେ ଭାରତ ବିଶ୍ୱର ୩ୟ ଅର୍ଥନୈତିକ ରାଷ୍ଟ୍ର ଭାବେ ଉଭା ହେବ । ପ୍ରଧାନମନ୍ତ୍ରୀ ଗରିବ କଲ୍ୟାଣ ଅନ୍ନ ଯୋଜନାରେ ୮୦ କୋଟି ଲୋକଙ୍କୁ ମାଗଣା ରାସନ ମିଳୁଛି । ବୋଲି ନାଡ୍ଡା କହିଛନ୍ତି

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ସ୍ୱର୍ଣ୍ଣ ଜିତିଲେ ଶର୍ମିଳା 🔴 ଅଭିଯୋଗ ଶୁଣିଲାନି ପ୍ରଶାସନ, ଘଣ୍ଟ ବାଡେଇ ପ୍ରତିବାଦ କଲେ ଗ୍ରାମବାସୀ 🔴 ୧୨ ଜିଲ୍ଲାକୁ ୟେଲୋ ଆଲର୍ଟ 🔴 ଆଶୀର୍ବାଦ ବର୍ଷାରେ ଭିଜୁଛନ୍ତି ଭକ୍ତ 🔴 ଅସଲ ରୂପ ଦେଖାଇଲେଣି ସୁଜାତା, ସାବଧାନ ନେତା 🔴 ଓଡ଼ିଶାର ୭୧ ସରକାରୀ ହାଇସ୍କୁଲରେ ଆରମ୍ଭ ହେବ +୨ ପାଠପଢା