Masthead

ତୃତୀୟ ପର୍ୟ୍ୟାୟ ନିର୍ବାଚନ ପ୍ରସ୍ତୁତି ନେଇ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ସାମ୍ବାଦିକ ସମ୍ମିଳନୀ

ଭୁବନେଶ୍ୱର(ବଡ଼ ଖବର ବ୍ୟୁରୋ):ଗୁରୁବାର ସନ୍ଧ୍ୟାରେ ରାଜ୍ୟରେ ସରୁଛି ତୃତୀୟ ପର୍ୟ୍ୟାୟ ନିର୍ବାଚନ ପ୍ରଚାର । ସନ୍ଧ୍ୟା ୬ଟାରେ ପ୍ରଚାର ଶେଷ ହେବ । ଏନେଇ ସିଇଓ ସାମ୍ବାଦିକ ସମ୍ମିଳନୀ କରିକହିଛନ୍ତି । ବିଶୃଙ୍ଖଳା ସୃଷ୍ଟି କରୁଥିବା ଲୋକଙ୍କୁ ଲୋକଙ୍କୁ ବୁଥ୍‌ ଭିତରକୁ ପ୍ରବେଶ କରିବାକୁ ଦିଆଯିବ ନାହିଁ । ଏହାକୁ ଦୃଷ୍ଟିରେ ରଖି କଡା ସୁରକ୍ଷା ବ୍ୟବସ୍ଥା ଗ୍ରହଣ କରାଯାଇଛି । ମେ’୨୫ ଶନିବାର ରାଜ୍ୟର ୬ ଲୋକସଭା ଆସନ ଏବଂ ୪୨ ବିଧାନସଭା ଆସନରେ ତୃତୀୟ ପର୍ୟ୍ୟାୟରେ ମତଦାନ ଅନୁଷ୍ଠିତ ହେବ । ନିର୍ବାଚନ ପାଇଁ ୯୪.୪୮ ଲକ୍ଷ ଭୋଟର । ୪୨ ବିଧାନସଭାରେ ୩୩୯ଜଣ ପୁରୁଷ ଓ ୪୪ଜଣ ମହିଳା ପ୍ରାର୍ଥୀ ନିର୍ବାଚନ ଲଢୁଛନ୍ତି । ୬ ଲୋକସଭା ଆସନରେ ୬୪ଜଣ ପ୍ରାର୍ଥୀ ମଇଦାନରେ ରହିଛନ୍ତି । ଯୁବ ଭୋଟରଙ୍କ ସଂଖ୍ୟା ରାଜ୍ୟରେ ୩୦ ପ୍ରତିଶତ ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼