Masthead

କାଲି ତୃତୀୟ ପର୍ଯ୍ୟାୟ ଭୋଟିଂ, ବୁଥ୍ ମୁହାଁ ପୋଲିଂ ପାର୍ଟି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାଜ୍ୟରେ ଆସନ୍ତାକାଲି ପଡ଼ିବ ତୃତୀୟ ପର୍ଯ୍ୟାୟ ଭୋଟ୍, ଏଥିପାଇଁ ଗତକାଲି ସରିଛି ପ୍ରଚାର। ଶେଷ ଦିନରେ ତିନି ପ୍ରମୁଖ ଦଳ ପ୍ରଚାରକୁ ଜୋରଦାର କରିଥିଲେ।ତୃତୀୟ ପର୍ଯ୍ୟାୟରେ କଟକ, ଭୁବନେଶ୍ୱର, ପୁରୀ, ଢେଙ୍କାନାଳ, କେନ୍ଦୁଝର ଏବଂ ସମ୍ବଲପୁର ଏହି ୬ ସଂସଦୀୟ କ୍ଷେତ୍ର ଏବଂ ଏହା ଅଧୀନରେ ଥିବା ୪୨ ଆସନ ପାଇଁ ମତଦାନ ହେବ। ଏହି ପର୍ଯ୍ୟାୟରେ ପ୍ରାୟ ସବୁ ସିଟରେ ବିଗ୍ ଫାଇଟ୍ ଦେଖିବାକୁ ମିଳିବ। ଶୃଙ୍ଖଳିତ ମତଦାନ ପାଇଁ ବ୍ୟାପକ ସୁରକ୍ଷା ବ୍ୟବସ୍ଥା କରାଯାଇଛି। ଇଭିଏମ୍, ଭିଭିପାଟ୍ ଓ ଭୋଟିଂ ପାଇଁ ଆବଶ୍ୟକ ସାମଗ୍ରୀ ଧରି ବୁଥ୍ ଅଭିମୁଖେ ଯାଉଛନ୍ତି ପୋଲିଂ ପାର୍ଟି। ସମ୍ବଲପୁରରେ ୯୪୮ ବୁଥ୍, ୧୪୪ଟି ସମ୍ବେଦନଶୀଳ ବୁଥ୍ ରହିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆଣ୍ଡାମାନ ସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ 🔴 ଭିଜିଲାନ୍ସ ଜାଲରେ ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ 🔴 ଗର୍ଭବତୀ ମହିଳାଙ୍କୁ ଉଦ୍ଧାର କରିବାକୁ ଯାଇ ନଦୀରେ ଓଲଟିଲା ବୋଟ 🔴 ବୈତରଣୀରେ ପୁଣି ବନ୍ୟା, ବିପଦ ସଙ୍କେତ ଉପରେ ଜଳ ପ୍ରବାହ.. 🔴 ଏସୀୟ କ୍ରୀଡ଼ାରେ ଭାରତର ଆଉ ଏକ ଗୋଲ୍ଡ , କବାଡ଼ିରେ ଚମକିଲା ମହିଳା ଟିମ୍ 🔴 ବଢୁଛି ସୁବର୍ଣ୍ଣରେଖା ନଦୀର ଜଳସ୍ତର! 🔴 ପୁଣି ଏକ ଡଲଫିନର ମୃତଦେହ ଉଦ୍ଧାର, ଦୁଇ ଦିନରେ ମିଳିଲା ୨ଟି 🔴 କାଠ ମାଫିଆଙ୍କ କବ୍ଜାରେ କୁଳଡିହା ଅଭୟାରଣ୍ୟ,ସୁରକ୍ଷା ନେଇ ଉଠିଲା ପ୍ରଶ୍ନ 🔴 ସିକ୍କିମରେ ପ୍ରବଳ ବର୍ଷାକୁ ନେଇ ବଡ଼ ଭୂସ୍ଖଳନ, ଅନେକ ଘର କ୍ଷତିଗ୍ରସ୍ତ 🔴 ଦୁଇ ବରିଷ୍ଠ ଅଧିକାରୀ ନିଲମ୍ବିତ 🔴 ଆଣ୍ଡାମାନ ସାଗରରେ ପୁଣି ଏକ ଘୂର୍ଣ୍ଣିବଳୟ 🔴 ଭିଜିଲାନ୍ସ ଜାଲରେ ସହକାରୀ କାର୍ଯ୍ୟନିର୍ବାହୀ ଯନ୍ତ୍ରୀ 🔴 ଗର୍ଭବତୀ ମହିଳାଙ୍କୁ ଉଦ୍ଧାର କରିବାକୁ ଯାଇ ନଦୀରେ ଓଲଟିଲା ବୋଟ 🔴 ବୈତରଣୀରେ ପୁଣି ବନ୍ୟା, ବିପଦ ସଙ୍କେତ ଉପରେ ଜଳ ପ୍ରବାହ.. 🔴 ଏସୀୟ କ୍ରୀଡ଼ାରେ ଭାରତର ଆଉ ଏକ ଗୋଲ୍ଡ , କବାଡ଼ିରେ ଚମକିଲା ମହିଳା ଟିମ୍ 🔴 ବଢୁଛି ସୁବର୍ଣ୍ଣରେଖା ନଦୀର ଜଳସ୍ତର! 🔴 ପୁଣି ଏକ ଡଲଫିନର ମୃତଦେହ ଉଦ୍ଧାର, ଦୁଇ ଦିନରେ ମିଳିଲା ୨ଟି 🔴 କାଠ ମାଫିଆଙ୍କ କବ୍ଜାରେ କୁଳଡିହା ଅଭୟାରଣ୍ୟ,ସୁରକ୍ଷା ନେଇ ଉଠିଲା ପ୍ରଶ୍ନ 🔴 ସିକ୍କିମରେ ପ୍ରବଳ ବର୍ଷାକୁ ନେଇ ବଡ଼ ଭୂସ୍ଖଳନ, ଅନେକ ଘର କ୍ଷତିଗ୍ରସ୍ତ 🔴 ଦୁଇ ବରିଷ୍ଠ ଅଧିକାରୀ ନିଲମ୍ବିତ