Masthead

ଏଥର ବିଜେପି କ୍ଷମତାକୁ ଆସିବା କଷ୍ଟକର: ଖଡଗେ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଲୋକସଭା ନିର୍ବାଚନରେ ଇଣ୍ଡିଆ ମେଣ୍ଟ ୩୦୦ରୁ ଅଧିକ ଆସନ ଜିତିବ । ଯାହାକୁ ନେଇ କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡଗେ ଏକ ବଡ ଦାବି କରିଛନ୍ତି । ସେ କହିଛନ୍ତି ଲୋକସଭା ନିର୍ବାଚନରେ ଇଣ୍ଡିଆ ମେଣ୍ଟ ୩୦୦ରୁ ଅଧିକ ଆସନ ଜିତିବ । ଆଉ କେବଳ କଂଗ୍ରେସ ଦଳ ୨୭୩ ଆସନ ଅତିକ୍ରମ କରିବ। ଏହା ବ୍ୟତୀତ ସେ ବିଜେପିକୁ ମଧ୍ୟ ଟାର୍ଗେଟ କରିଛନ୍ତି।

ଏଥର ବିଜେପି ୪୦୦ସ୍ଲୋଗାନକୁ ବିରୋଧ କରି କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡଗେ ଏକ ସାକ୍ଷାତକାରରେ କହିଛନ୍ତି ଯେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଯାହା କହୁଛନ୍ତି ତାହା ମିଥ୍ୟା ଅଟେ। ୨୦୧୪ ଏବଂ ୨୦୧୯ ନିର୍ବାଚନରେ ସେ ଚାହୁଁଥିବା ସଂଖ୍ୟା ହାସଲ କରିଥିଲେ । କିନ୍ତୁ ଏଥର ତାଙ୍କ କ୍ଷମତାକୁ ଆସିବା କଷ୍ଟକର। ସେ ଦକ୍ଷିଣରେ ଏବଂ ଉତ୍ତରରେ ମଧ୍ୟ ହାରୁଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ