ଅରବିନ୍ଦ ପାଢୀଙ୍କୁ ମୁଖ୍ୟ ପ୍ରଶାସକ ଦାୟିତ୍ୱ ଜିଲ୍ଲାବଡ଼ ଖବର By Bada Khabar Bureau Last updated May 24, 2024 Share FacebookTwitterWhatsAppEmailTelegramPrint ପୁରୀ (ବଡ଼ ଖବର ବ୍ୟୁରୋ) ଶ୍ରୀମନ୍ଦିର ମୁଖ୍ୟ ପ୍ରଶାସକ ଭାବେ ଦାୟିତ୍ୱ ନେଲେ ଅରବିନ୍ଦ ପାଢ଼ୀ । ବୀର ବିକ୍ରମ ଯାଦବ ଛୁଟିରେ ଯାଇଥିବାରୁ ଅରବିନ୍ଦ ଅତିରିକ୍ତ ଦାୟିତ୍ୱ ନେଇଛନ୍ତି। ଦାୟିତ୍ୱ ଗ୍ରହଣ ପରେ ମହାପ୍ରଭୁଙ୍କୁ ଦର୍ଶନ କରି ସେବାୟତଙ୍କ ସହ ଆଲୋଚନା କରିଛନ୍ତି ଅରବିନ୍ଦ। Related Posts ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! Share