Masthead

ଆସନ୍ତାକାଲି ଓଡ଼ିଶା ଆସୁଛନ୍ତି ସ୍ମୃତି ଇରାନୀ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆସନ୍ତାକାଲି ଓଡ଼ିଶା ଆସିବେ କେନ୍ଦ୍ରମନ୍ତ୍ରୀ ସ୍ମୃତି ଇରାନୀ । ରାଜ୍ୟର ୩ଟି ସ୍ଥାନରେ ନିର୍ବାଚନୀ ସଭାରେ ଯୋଗଦେବେ ସ୍ମୃତି । ପାରାଦୀପର କୁଜଙ୍ଗଠାରେ ସ୍ମୃତି ଇରାନୀଙ୍କ ପ୍ରଥମ ସଭା । କେନ୍ଦ୍ରାପଡ଼ା ଲୋକସଭା କ୍ଷେତ୍ର ଆଳିରେ ସ୍ମୃତି ଇରାନୀଙ୍କ ୨ୟ ସଭା । ତେବେ ଦଳରେ ଯୋଶ ଭରିବାକୁ କେନ୍ଦ୍ରମନ୍ତ୍ରୀ ସ୍ମୃତି ଇରାନୀ ଅସନ୍ତା ୨୫ ତାରିଖ (ଶନିବାର) ସକାଳ ୯ଟାରେ ଆସିବାର କାର୍ଯ୍ୟକ୍ରମ ରହିଛି ବୋଲି ବିଜେପି ବିଧାୟକ ପ୍ରାର୍ଥୀ ସମ୍ପଦ ସ୍ବାଇଁ କହିଛନ୍ତି।

ଏହି ନେଇ ବିଜେପି ପ୍ରାର୍ଥୀ ସ୍ବାଇଁ, ଗୋପୀଆକୁଦ ସରପଞ୍ଚ ଶ୍ରୀନବାସ ସ୍ବାଇଁ, ତପନ ତ୍ରିପାଠୀ ଓ ସ୍ଥାନୀୟ ସଙ୍ଗଠକମାନେ କୁଜଙ୍ଗ ବ୍ଲକ ପଡ଼ିଆର ସ୍ଥିତି ଅନୁଧ୍ୟାନ କରିବା ସହ ଆବଶ୍ୟକ ପ୍ରସ୍ତୁତି କରିଥିବା ସୂଚନା ମିଳିଛି। ସ୍ମୃତିଙ୍କୁ ସ୍ବାଗତ କରିବା ଓ ତାଙ୍କ ଶୋଭାଯାତ୍ରାକୁ ଅଧିକ ପ୍ରଭାବି କରିବାକୁ ବିଜେପି ମହିଳା ନେତ୍ରୀ ସୁଶ୍ରୀ ପ୍ରିୟଦର୍ଶିନୀଙ୍କ ସହ ବହୁ ମହିଳା ନେତ୍ରୀ ମଧ୍ୟ ପ୍ରସ୍ତୁତି ଚଲାଇଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା