Masthead

୧୦କିଲୋ ରୂପା ଝାମ୍ପି ନେଲେ ଲୁଟେରା

ବାଲିଗୁଡ଼ା (ବଡ଼ ଖବର ବ୍ୟୁରୋ): କନ୍ଧମାଳ ଜିଲ୍ଲା ବାଲିଗୁଡ଼ା ଥାନା ପାଟଖଣ୍ଡା ସାହିରେ ଗୋଟିଏ ରୂପା ବ୍ୟବସାୟୀଙ୍କ ଠାରୁ କିଛି ଲୁଟେରା ରୂପା ଲୁଟ କରିଛନ୍ତି । ବ୍ୟବସାୟୀଙ୍କ କହିବା ଅନୁଯାୟୀ ଘରୁ ବାହାରି ବେପାର କରି ଯିବାବେଳେ ଦୁଇଟି ବାଇକରେ ଲୁଟେରାମାନେ ଆସି ଗାଡ଼ିରୁ ପଡ଼ିଗଲା ଭଳି ଅଭିନୟ କରିଥିଲେ ।

ପରେ ତାଙ୍କ ପାଖରୁ ରୂପା ବ୍ୟାଗ୍ ଝାମ୍ପି ନେଇଥିଲେ । ବ୍ୟାଗରେ ୧୦ କେଜିରୁ ଉର୍ଦ୍ଧ୍ବ ରୂପା ଥିବା କହିଛନ୍ତି ବ୍ୟବସାୟୀ । ବ୍ୟବସାୟୀଙ୍କ ଘର ବାଲିଗୁଡ଼ା ପାଟଖଣ୍ଡା ସାହିର ସନ୍ୟାସୀ ନାୟକ। ବାଲିଗୁଡା ଥାନାରେ ଅଭିଯୋଗ ପରେ ପୋଲିସ୍ ତନାଘନା କରିଥିବା ଜଣାପଡ଼ିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା