ମତଦାନ କେନ୍ଦ୍ର ଭିତରକୁ ମୋବାଇଲ୍‌ ଫୋନ୍‌ ମନା: ସିଇଓ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାଜ୍ୟରେ ଆରମ୍ଭ ହୋଇଛି ତୃତୀୟ ପର୍ଯ୍ୟାୟ ମତଦାନ । ଭୋଟ ଦେବାପାଇଁ ଭୋଟରଙ୍କ ମଧ୍ୟରେ ଦେଖାଦେଇଛି ଉତ୍ସୁକତା । ସକାଳ ୭ଟାରୁ ସବୁ ବୁଥରେ ଭୋଟରଙ୍କ ପ୍ରବଳ ଗହଳି ଦେଖିବାକୁ ମିଳୁଛି । ଏହାରି ଭିତରେ ମତଦାନ କେନ୍ଦ୍ର ଭିତରକୁ ଭୋଟରଙ୍କୁ ମୋବାଇଲ ଫୋନ୍ ନେବାକୁ ବାରଣ କରାଯାଇଛି । ଉଭୟ ଭୋଟର ଓ ଅଧିକାରୀଙ୍କୁ ଅପିଲ କରିଛନ୍ତିି ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’