Masthead

ଡ୍ୟୁଟି ବେଳେ ପୋଲିଂ ଏଜେଣ୍ଟଙ୍କ ମୃତ୍ୟୁ

ହିନ୍ଦୋଳ (ବଡ଼ ଖବର ବ୍ୟୁରୋ): ରାଜ୍ୟରେ ଆରମ୍ଭ ହୋଇଛି ତୃତୀୟ ପର୍ଯ୍ୟାୟ ମତଦାନ । ଭୋଟ ଦେବାପାଇଁ ଭୋଟରଙ୍କ ମଧ୍ୟରେ ଦେଖାଦେଇଛି ଉତ୍ସୁକତା । ସକାଳ ୭ଟାରୁ ସବୁ ବୁଥରେ ଭୋଟରଙ୍କ ପ୍ରବଳ ଗହଳି ଦେଖିବାକୁ ମିଳୁଛି । ଏହାରି ଭିତରେ ଡ୍ୟୁଟି ବେଳେ ପୋଲିଂ ଏଜେଣ୍ଟଙ୍କ ମୃତ୍ୟୁ ହୋଇଛି। ହିନ୍ଦୋଳ ବାହାଲୁଣ୍ଡା ବୁଥ ନଂ ୧୩୬ରେ ପୋଲିଂ ଏଜେଣ୍ଟଙ୍କ ମୃତ୍ୟୁ ହୋଇଥିବା ଜଣାପଡିଛି। ହିନ୍ଦୋଳ ମେଡିକାଲରେ ଡାକ୍ତର ମୃତ ଘୋଷଣା କରିଛନ୍ତି। ହେଲେ କେଉଁ କାରଣ ପାଇଁ ମୃତ୍ୟୁ ହୋଇଛି, ସେନେଇ ସ୍ପଷ୍ଟ ଜଣାପଡିନାହିଁ।

ସେପଟେ ବୁଥ୍‌କୁ ଭୋଟ୍‌ ଦେବାକୁ ଆସିଥିବା ବୃଦ୍ଧାଙ୍କ ମୃତ୍ୟୁ । ଭାପୁର ବ୍ଲକ ବାଘୁଆପଲ୍ଲୀ ବଳଦିଆନୂଆଗାଁ ବୁଥ୍‌କୁ ଆସିଥିଲେ । ଭୋଟ୍‌ ଦେବା ବେଳେ ବୃଦ୍ଧା ଜଣଙ୍କ ଅସୁସ୍ଥ ଅନୁଭବ କରିଥିଲେ । ମେଡିକାଲ୍‌ରେ ବୃଦ୍ଧାଙ୍କୁ ମୃତ ଘୋଷଣା କଲେ ଡାକ୍ତର ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 OAS ସଂଘ ଆନ୍ଦୋଳନ ପ୍ରତ୍ୟାହୃତ 🔴 ୪ ଜିଲ୍ଲାରେ ପ୍ରବଳ ବର୍ଷିବ ! 🔴 ପାକିସ୍ତାନ ସୀମା ଜଗିବ ଆପାଚି 🔴 ଭାରତ ଆସିବେ ପାକିସ୍ତାନ ଖେଳାଳି 🔴 ବନ୍ୟାପାଣି ଘେରରେ ଜୀବନ 🔴 ଘାନାରେ ମୋଦିଙ୍କୁ ସର୍ବୋଚ୍ଚ ସମ୍ମାନରେ ସମ୍ମାନିତ 🔴 ଅତି ପ୍ରବଳ ବର୍ଷା ନେଇ ୭ ଜିଲ୍ଲାକୁ ଆଲର୍ଟ 🔴 ଆତଙ୍କୀଙ୍କ ଆଡ୍ଡା ପାଲଟିଛି ଗଞ୍ଜାମ,୨୪ ଘଣ୍ଟା ମଧ୍ୟରେ ହୋଇଛି ୩ ହତ୍ୟାକାଣ୍ଡ 🔴 ରେଳଧାରଣାକୁ ଧସିଲା ମାଟି 🔴 ଜେଲ ଯିବେ ଶେଖ ହାସିନା 🔴 OAS ସଂଘ ଆନ୍ଦୋଳନ ପ୍ରତ୍ୟାହୃତ 🔴 ୪ ଜିଲ୍ଲାରେ ପ୍ରବଳ ବର୍ଷିବ ! 🔴 ପାକିସ୍ତାନ ସୀମା ଜଗିବ ଆପାଚି 🔴 ଭାରତ ଆସିବେ ପାକିସ୍ତାନ ଖେଳାଳି 🔴 ବନ୍ୟାପାଣି ଘେରରେ ଜୀବନ 🔴 ଘାନାରେ ମୋଦିଙ୍କୁ ସର୍ବୋଚ୍ଚ ସମ୍ମାନରେ ସମ୍ମାନିତ 🔴 ଅତି ପ୍ରବଳ ବର୍ଷା ନେଇ ୭ ଜିଲ୍ଲାକୁ ଆଲର୍ଟ 🔴 ଆତଙ୍କୀଙ୍କ ଆଡ୍ଡା ପାଲଟିଛି ଗଞ୍ଜାମ,୨୪ ଘଣ୍ଟା ମଧ୍ୟରେ ହୋଇଛି ୩ ହତ୍ୟାକାଣ୍ଡ 🔴 ରେଳଧାରଣାକୁ ଧସିଲା ମାଟି 🔴 ଜେଲ ଯିବେ ଶେଖ ହାସିନା