ରାଜ୍ୟରେ ବିଜେପି ସରକାର ଆସିଲେ ରତ୍ନଭଣ୍ଡାର ରିପୋର୍ଟ ଆସିବ: ସ୍ମୃତି ଇରାନୀ

ପାରାଦୀପ (ବଡ଼ ଖବର ବ୍ୟୁରୋ): ଓଡ଼ିଶାରେ ସ୍ମୃତି ଇରାନୀ । ପାରାଦୀପ କୁଜଙ୍ଗ ସଭାରେ ସିଧା ହମଲା କଲେ ସ୍ମୃତି ଈରାନୀ । ଓଡ଼ିଶାକୁ ରିମୋଟ କଣ୍ଟ୍ରୋଲ ତାମିଲବାବୁ ଲୁଟୁଥିବା କହିଲେ ଈରାନୀ । ବିଜେଡି ରାଜ୍ୟକୁ ଲ୍ୟାଣ୍ଡ, ସ୍ୟାଣ୍ଡ, ମାଇନିଂ, କୋଲ୍‌ ମାଫିଆ ଦେଇଛି । ବିଜେଡି ନେତା, ମନ୍ତ୍ରୀଙ୍କୁ ତାମିଲ ବାବୁ ରିମୋଟ କଣ୍ଟ୍ରୋଲରେ ଚଳାଉଛନ୍ତି । ମୋଦି ଜଳ ଜୀବନ ମିଶନ ପାଇଁ ଟଙ୍କା ଦେଲେ, ସେ ଟଙ୍କା କୁଆଡ଼େ ଗଲା । ଓଡ଼ିଶା ନେତୃତ୍ବକୁ କଏଦ୍‌ କରି ରଖାଯାଇଛି, ରିମୋଟ୍‌ରେ ସରକାର ଚାଲୁଛି । ନବୀନ ବାବୁଙ୍କୁ କହିବା, ବୁଲିବା ପାଇଁ ବି ସ୍ବାଧୀନତା ନଥିବା କୁହାଯାଉଛି । ରିମୋଟ୍‌ କଣ୍ଟ୍ରୋଲ ତାମିଲ ବାବୁ ରତ୍ନଭଣ୍ଡାର ରିପୋର୍ଟ କାହିଁକି ଚାପିଲେ । ରାଜ୍ୟରେ ବିଜେପି ସରକାର ଆସିଲେ ରତ୍ନଭଣ୍ଡାର ରିପୋର୍ଟ ଆସିବ । ଯଦି ରତ୍ନଭଣ୍ଡାରରେ କିଛି ଗଡ଼ବଡ଼ି ହୋଇଥିବ, ମୋଦି କାହାକୁ ଛାଡ଼ିବେନି ବୋଲି କହିଲେ ସ୍ମୃତି ଇରାନୀ

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ