Masthead

ବିଜେପି ଆସିଲେ ଚାବି ଲୁଚାଇଥିବା ଅଧର୍ମୀଙ୍କୁ କଡ଼ା ଦଣ୍ଡ ଦିଆଯିବ: ସ୍ମୃତି ଇରାନୀ

କେନ୍ଦ୍ରପଡ଼ା(ବଡ଼ ଖବର ବ୍ୟୁରୋ): କେନ୍ଦ୍ରପଡ଼ା ଲୋକସଭା କ୍ଷେତ୍ର ଆଳିରେ ସ୍ମୃତି ଇରାନୀ । ଭାଷଣ ଆରମ୍ଭରୁ ଆଟାକ୍‌ କଲେ ଫାୟାରବ୍ରାଣ୍ଡ ସ୍ମୃତି । ଆୱାଜ୍‌ ଏମିତି ହେଉ ଯେ ସିଧା ତାମିଲନାଡୁ ରିମୋଟ୍‌ରେ ପହଞ୍ଚିବ କହିଲେ । ଆମେଥିରୁ ଗାନ୍ଧି ପରିବାରର ବେଡିଂ ବିସ୍ତର ଆମେ ବାନ୍ଧି ଦେଇଛୁ । କେନ୍ଦ୍ରାପଡ଼ାରୁ ବି ତାମିଲନାଡୁ ରିମୋଟ୍‌ର ବେଡିଂ ବିସ୍ତର ବାନ୍ଧି ଦିଅନ୍ତୁ । କେନ୍ଦ୍ରାପଡ଼ାରେ ମେଡିକାଲ କଲେଜ ଦାବିକୁ କାହିଁକି ବିଜେଡି ପୂରା କଲାନି । ମୋଦି ଚାଷୀଙ୍କୁ ୬ ହଜାର ଦେଲେ, ଏଠି ତାମିଲ ଠିକାଦାର ଖାଇଗଲେ । ମୋଦି ଜଳ ଜୀବନ ମିଶନ ପାଇଁ ଟଙ୍କା ଦେଲେ, ତାମିଲ ଠିକାଦାର ନେଇଗଲେ ।

ଆବାସ ପାଇଁ ମୋଦି ଟଙ୍କା ଦେଲେ,ଠିକା ନେଲେ ତାମିଲନାଡୁ ରିମୋଟ୍‌ କଣ୍ଟ୍ରୋଲ । ସେପେଟ ରତ୍ନଭଣ୍ଡାର ପ୍ରସଙ୍ଗ ଉଠାଇ ଧୋଇଦେଲେ । ରତ୍ନଭଣ୍ଡାର ଚାବି କାହିଁକି ହଜିଲା ସମସ୍ତେ ପ୍ରଶ୍ନ କରୁଛନ୍ତି । ଚାବି ରିପୋର୍ଟ କାହିଁକି ଚାପି ବସିଛନ୍ତି ତାମିଲ ଠିକାଦାର । ବିଜେପି ସରକାର ଆସିଲେ ରିପୋର୍ଟ ସାର୍ବଜନୀନ ହେବ । ବିଜେପି ଆସିଲେ ଚାବି ଲୁଚାଇଥିବା ଅଧର୍ମୀଙ୍କୁ କଡ଼ା ଦଣ୍ଡ ଦିଆଯିବ । ଅଧର୍ମୀଙ୍କୁ ଧୂଳି ଚଟାଇବେ ମୋଦି ସରକାର । ଓଡ଼ିଶା ଲୋକ ଚାହାନ୍ତି, ମୋଦିଙ୍କ ଗ୍ୟାରେଣ୍ଟି । ବିଜେପି ଆସିଲେ ସୁଭଦ୍ରା ଯୋଜନାରେ ୫୦ ହଜାର ମିଳିବ । ବିକାଶର ଲକ୍ଷ୍ମୀଙ୍କୁ ଘରକୁ ଆଣିବାକୁ ହେଲେ ପଦ୍ମକୁ ଭୋଟ ଦିଅନ୍ତୁ ବୋଲି କହିଲେ ସ୍ମୃତି ଇରାନୀ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ