Masthead

ବରଗଡ଼ରେ ଅଟୋ ଚାଳକଙ୍କୁ ହତ୍ୟା ଘଟଣା, ଗିରଫ ହେଲେ ଅଭିଯୁକ୍ତ

ଅତାବିରା (ବଡ଼ ଖବର ବ୍ୟୁରୋ): ନିର୍ବାଚନ ସମୟରେ ବରଗଡରେ ହତ୍ୟାକାଣ୍ଡ ଘଟଣା ଜଣେ ଅଭିଯୁକ୍ତଙ୍କୁ ଗିରଫ କରିଛି ପୋଲିସ । ବରଗଡ଼ ଜିଲ୍ଲାରେ ଗତ ୨୦ତାରିଖ ସରସରା ଭୋଟ୍ ଗ୍ରହଣ କେନ୍ଦ୍ରରେ ମତଦାନ ଚାଲିଥିବା ବେଳେ ଜଣେ ଅଟୋ ଚାଳକ ବିଶ୍ବନାଥ ମିର୍ଦ୍ଧାଙ୍କୁ ଅଭିଯୁକ୍ତମାନେ ନିର୍ମମ ହତ୍ୟା ଘଟଣାରେ ଜଣେ ଅଭିଯୁକ୍ତକୁ ଗିରଫ କରିଛି ପୋଲିସ । ଗିରଫ ଅଭିଯୁକ୍ତ ହେଲେ ସରସରା ଗ୍ରାମର ମନୋଜ ଓରଫ ଦୁର୍ବାଦଳ ନାଗ। ତାଙ୍କୁ ପଡ଼ୋଶୀ ଛତିଶଗଡ଼ରୁ ଗିରଫ କରାଯାଇଥିବା ନେଇ ଜିଲ୍ଲା ପୋଲିସ ମୁଖ୍ୟାଳୟ ସମ୍ମିଳନୀ କକ୍ଷରେ ଅନୁଷ୍ଠିତ ସାମ୍ବାଦିକ ସମ୍ମିଳନୀରେ ଏସ୍ପି ପି.ଏସ୍ ମୀନା କହିଛନ୍ତି। ଏହି ଘଟଣାରେ ଅନ୍ୟ ଅଭିଯୁକ୍ତ ଅଶୋକ ମହାନନ୍ଦ ଏବେ ବି ଫେରାର ଅଛନ୍ତି। ତାଙ୍କୁ ଧରିବା ପାଇଁ ପୋଲିସ ତଦନ୍ତ ଚଳାଇଛି । ପୋଲିସର ସ୍ବତନ୍ତ୍ର ଟିମ୍ ତାଙ୍କୁ ଧରିବା ପାଇଁ ବିଭିନ୍ନ ସ୍ଥାନକୁ ଗସ୍ତ କରୁଛନ୍ତି ଏବଂ ଅନ୍ୟ ଅଭିଯୁକ୍ତ ମଧ୍ୟ ଅତି ଶୀଘ୍ର ଧରାପଡ଼ିବେ ବୋଲି ଏସ୍ପି କହିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୨ ହଜାରରୁ କମ୍ UPI ଦେଣନେଣ ଦେୟମୁକ୍ତ 🔴 ଖଟିଆରେ ବୁହା ହେଲା ଦୁଇ ଭାଇଙ୍କ ମୃତଦେହ 🔴 ଅକ୍ଟୋବରରୁ ଡିସେମ୍ବର ମଧ୍ୟରେ ୩ ବାତ୍ୟାର ଆଶଙ୍କା, ଗୋଟିଏ ନେଇ ପାରେ ଶକ୍ତିଶାଳୀ ରୂପ 🔴 ‘ନୂଆଖାଇ’ ପାଇଁ ଚଳଚଞ୍ଚଳ ପଶ୍ଚିମ ଓଡ଼ିଶା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ୨ ହଜାରରୁ କମ୍ UPI ଦେଣନେଣ ଦେୟମୁକ୍ତ 🔴 ଖଟିଆରେ ବୁହା ହେଲା ଦୁଇ ଭାଇଙ୍କ ମୃତଦେହ 🔴 ଅକ୍ଟୋବରରୁ ଡିସେମ୍ବର ମଧ୍ୟରେ ୩ ବାତ୍ୟାର ଆଶଙ୍କା, ଗୋଟିଏ ନେଇ ପାରେ ଶକ୍ତିଶାଳୀ ରୂପ 🔴 ‘ନୂଆଖାଇ’ ପାଇଁ ଚଳଚଞ୍ଚଳ ପଶ୍ଚିମ ଓଡ଼ିଶା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ