Masthead

ଦିନ ୩ଟା ସୁଦ୍ଧା ୪୮.୪୪% ମତଦାନ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ତୃତୀୟ ପର୍ଯ୍ୟାୟ ନିର୍ବାଚନ ପାଇଁ ଚାଲିଛି ମତଦାନ । ଘଣ୍ଟା ଘଣ୍ଟା ଧରି ଲମ୍ବା ଲାଇନରେ ଛିଡା ହୋଇ ମତଦାନ କରୁଛନ୍ତିି ଭୋଟର । ପ୍ରବଳ ଖରା, ଗୁଳୁଗୁଳି ସତ୍ତେ୍ୱ ଭୋଟ ଦେଉଛନ୍ତି ଭୋଟର । ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ସୂଚନା ଅନୁଯାୟୀ, ଦିନ ୩ଟା ସୁଦ୍ଧା ୪୮.୪୪% ମତଦାନ ହୋଇଛି । ଜିଲ୍ଲାୱାରୀ ଭୋଟ ପ୍ରତିଶତକୁ ଦେଖିଲେ ଦେବଗଡରେ ଏବେ ସୁଦ୍ଧା ସର୍ବାଧିକ ମତଦାନ ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼