Masthead

ଛେଣ୍ଡିପଦା ବିଧାୟକ ସୁଶାନ୍ତ ବେହେରାଙ୍କ ଦାଦାଗିରି

ଅନୁଗୁଳ (ବଡ଼ ଖବର ବ୍ୟୁରୋ):  ଛେଣ୍ଡିପଦା ବିଧାୟକଙ୍କ ଦାଦାଗିରି । ଛେଣ୍ଡିପଦା ବିଧାୟକ ସୁଶାନ୍ତ ବେହେରାଙ୍କ ହିଂସା ଆଚରଣ କରିଥିବା ଅଭିଯୋଗ ହୋଇଛି । ଆଚରଣବିଧି ଉଲ୍ଲଘଂନ କରି ବୁଥ ରିଂଗି କରିଥିବା ଅଭିଯୋଗ ପରେ ସେ ବିଜେପି କର୍ମୀଙ୍କ ଉପରେ ଆକ୍ରମଣ କରିଥିବା ଅଭିଯୋଗ ହୋଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ