Masthead

ଜୁଆ ଆଡ୍ଡାରୁ ୫ଗିରଫ

ବେଗୁନିଆପଡ଼ା, (ବଡ଼ ଖବର ବ୍ୟୁରୋ): ଗଞ୍ଜାମ ଜିଲ୍ଲା କୋଦଳା ଥାନା ବେଗୁନିଆପଡ଼ା ପାଣ୍ଡି ପକ୍ଷରୁ ଜୁଆ ଆଡ୍ଡାରେ ଚଢ଼ଉ କରାଯାଇଛି । ୫ଜଣଙ୍କୁ ଗିରଫ କରିଛି ପୋଲିସ । ନଗଦ ୫ହଜାର ଦଶ ଟଙ୍କା ଓ ତାସ ଜବତ କରାଯାଇଛି । କୁମାର ପୂର୍ଣ୍ଣିମା ଅବସରରେ ମୁଣ୍ଡୁଳା-ଚନ୍ଦନପୁରଠାରେ ଚାଲିଥିଲା ଜୁଆଖେଳ ।

ପୋଲିସ ଖବର ପାଇ ଆଡ୍ଡାରେ ଚଢ଼ଉ କରିଥିଲା । ଛତ୍ରଭଙ୍ଗ ହୋଇ ଜୁଆଡିମାନେ ଖସିଯାଇଥିଲେ । ମାତ୍ର ୫ଜଣ ଧରାପଡିଥିଲେ । ଅନ୍ୟମାନଙ୍କୁ ଧରିବା ଲାଗି ଛାନଭିନ ଆରମ୍ଭ ହୋଇଛି ବୋଲି ସୂଚନା ଦେଇଛନ୍ତି ବେଗୁନିଆପଡ଼ା ଫାଣ୍ଡି ଅଧିକାରୀ ଦୀପ୍ତିରଞ୍ଜନ ବେହେରା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼