Masthead

ଓଡ଼ିଶାରେ ବହୁମତ ହାସଲ କରିବ ବିଜେପି: ଧର୍ମେନ୍ଦ୍ର ପ୍ରଧାନ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଭୋଟ୍ ଦେଲେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଭୁବନେଶ୍ୱର ଆସି ନିଜ ମତ ଅଧିକାର ସାବ୍ୟସ୍ତ କରିଛନ୍ତି ଧର୍ମେନ୍ଦ୍ର ପ୍ରଧାନ । ଭୁବନେଶ୍ୱର ଚନ୍ଦ୍ରଶେଖରପୁରରେ ଥିବା ଡିଏଭି ପବ୍ଲିକ୍ ସ୍କୁଲରେ ହେଇଥିବା ମତଦାନ କେନ୍ଦ୍ରକୁ ଆସି ଭୋଟ୍ ଦେଇଛନ୍ତି ଧର୍ମେନ୍ଦ୍ର ପ୍ରଧାନ । ତେବେ ଭୋଟ୍ ଦେଇ ଧର୍ମେନ୍ଦ୍ର କହିଛନ୍ତି, ଭାରତର ଗଣତନ୍ତ୍ରର ଏ ମହାପର୍ବରେ ମୁଁ ଆଜି ଭାଗ ନେଲି । ଦେଶରେ ପୁଣି ମୋଦି ସରକାର ହେବା ସହ ଓଡିଶାର ୨୧ରୁ ୨୧ ଲୋକସଭା ଆସନ ଜିତିବା ନେଇ ଦମ୍ଭୋକ୍ତି ଦେଖାଇଛନ୍ତି ଧର୍ମେନ୍ଦ୍ର । ଅନ୍ୟପଟେ ରାଜ୍ୟରେ ବିଜେପି ବହୁମତ ହାସଲ କରିବା ସହିତ ସରକାର ଗଠନ କରିବ ବୋଲି କହିଛନ୍ତି ଧର୍ମେନ୍ଦ୍ର ପ୍ରଧାନ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ