Masthead

ଧାରଣାରେ ତାଳଚେର ବିଧାୟକ ପ୍ରାର୍ଥୀ

ତାଳଚେର (ବଡ଼ ଖବର ବ୍ୟୁରୋ): ତାଳଚେର ନିର୍ବାଚନମଣ୍ଡଳିର ବୁଥ ନଂ-୯୪,୯୬,୯୭ ରେ ମତଦାନ ସରିବା ପରେ ବିନା ୧୭ସି ଫର୍ମରେ ଇଭିଏମ ସିଲ କରାଯାଇଥିଲା ।ଯାହାକୁ ନେଇ ବିଜେପି ବିଧାୟକ ପ୍ରାର୍ଥୀ କାଳନ୍ଦୀ ସାମଲ ତୁରନ୍ତ ନିର୍ବାଚନ ରିଟର୍ଣ୍ଣିଂ ଅଫିସର ଉପଜିଲ୍ଲାପାଳ ମନୋଜ ତ୍ରିପାଠୀଙ୍କୁ ଜଣାଇଥିଲେ ।

ରିଟର୍ଣ୍ଣିଂ ଅଫିସର ତାଙ୍କ କଥାକୁ ଗୁରୁତ୍ୱ ଦେଇନଥିଲେ ବରଂ ଶ୍ରୀ ସମାଲଙ୍କୁ ରିଟର୍ଣ୍ଣିଂ ଅଫିସର ଧମକ ଦେଇଥିଲେ । ଯାହାଫଳରେ ଶ୍ରୀସାମଲ ନିଜ କର୍ମୀମାନଙ୍କୁ ନେଇ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ଧାରଣାରେ ବସିଥିଲେ । ଶେଷରେ ରିଟର୍ଣ୍ଣିଂ ଅଫିସର ଆସି ଧାରଣା ସ୍ଥଳରେ ଆଶୁ ସମାଧାନ ଜରିଆରେ ତ୍ୱରିତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ନିୟମ ଅନୁଯାୟୀ ଶୃଙ୍ଖଳିତ ଭାବେ ସମସ୍ତ କାର୍ଯ୍ୟ କରାଯିବ ବୋଲି କହିଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଅତି ଭୀଷଣ ବାତ୍ୟା ରୂପ ନେଲା ‘ଅର୍ଣ୍ଣବ’