Masthead

ସିସିଟିଭି ଯାଞ୍ଚ ହୋଇନି, ନିର୍ବାଚନ ପ୍ରକ୍ରିୟା ପରେ ଯାଞ୍ଚ ହେବ :ଏସ୍ପି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ବିଧାୟକ ପ୍ରଶାନ୍ତ ଜଗଦ୍ଦେବ ଗିରଫ ମାମଲା । ଖୋର୍ଦ୍ଧା ଏସ୍‌ପିଙ୍କ ପ୍ରତିକ୍ରିୟା । କହିଛନ୍ତି କେବଳ ପ୍ରିଜାଇଡିଂ ଅଫିସରଙ୍କ ଏତଲା ଆଧାରରେ ଗିରଫ କରାଯାଇଛି । ସିସିଟିଭି ଯାଞ୍ଚ ହୋଇନି, ନିର୍ବାଚନ ପ୍ରକ୍ରିୟା ପରେ ଯାଞ୍ଚ ହେବ । ଅନ୍ୟ କେହି ସଂପୃକ୍ତ ଥିଲେ କାର୍ଯ୍ୟାନୁଷ୍ଠାନ ନିଆଯିବ । ଗିରଫ ପୂର୍ବରୁ ସିସିଟିଭି ଯାଞ୍ଚ ପାଇଁ ଦାବି କରିଥିଲେ ଜଗଦ୍ଦେବ । ଗତକାଲି ଅପରାହ୍ନରେ ଚିଲିକା ବିଧାୟକ ପ୍ରଶାନ୍ତ ଜଗଦେବ ଏବଂ ତାଙ୍କ ପତ୍ନୀ ଭୋଟ୍ ଦେବା ପାଇଁ କାଉଁରିପାଟଣା ବୁଥରେ ପହଞ୍ଚିଥିଲେ।

ଏହାର କିଛି ସମୟ ପରେ ଇଭିଏମକୁ ଫିଙ୍ଗାଫୋପଡ଼ା କରାଯାଇଥିବା ନେଇ ଅଭିଯୋଗ ହୋଇଥିଲା। ଏହି ଘଟଣାରେ ପୋଲିସ ବେଗୁନିଆ ଠାରୁ ବିଧାୟକଙ୍କୁ ଉଠାଇ ନେଇ ଖୋର୍ଦ୍ଧା ରିଜର୍ଭ ପୋଲିସ କ୍ୟାମ୍ପସରେ ଅଟକ ରଖିଥିଲା । ତେବେ ସମ୍ପୃକ୍ତ ବୁଥର ପ୍ରିଜାଇଡିଂ ଅଫିସରଙ୍କ ଏତଲା ଆଧାରରେ ପ୍ରଶାନ୍ତ ଜଗଦ୍ଦେବଙ୍କୁ ଗିରଫ କରାଯାଇଥିବା ସୂଚନା ମିଳିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ଓମ୍ଫେଡ୍ ବଜାରକୁ ଆଣିବ ଆଇସକ୍ରିମ୍ ଓ ପାଣି 🔴 ଓଭରଡୋଜ୍ ଆନାସ୍ତେସିଆ ଡାକ୍ତରଙ୍କ ନେଲା ଜୀବନ! 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା