Masthead

ଆସନ୍ତାକାଲି ହିମନ୍ତ, ୨୮ରେ ଶାହ, ୨୯ରେ ମୋଦି

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ପୁଣି ଓଡ଼ିଶା ଆସୁଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଓ ଗୃହମନ୍ତ୍ରୀ ଅମିତ ଶାହା। ୨୮ ତାରିଖରେ ଶାହା ଆସୁଥିବାବେଳେ ୨୯ରେ ପ୍ରଧାନମନ୍ତ୍ରୀ ମୋଦି ଆସୁଛନ୍ତି। ମଙ୍ଗଳବାର ଶାହା ୩ଟି ସଭା କରିବେ। ଚାନ୍ଦବାଲି ,କୋରୋଇ ଓ ନିମାପଡାରେ ନିର୍ବାଚନୀ ସଭାକୁ ସମ୍ବୋଧନ କରିବେ । ସେହିପରି ୨୯ରେ ପ୍ରଧାନମନ୍ତ୍ରୀ ମୋଦି ପ୍ରଥମ ଦିନିକିଆ ଗସ୍ତରେ ଆସି ବାରିପଦା ଛଉ ପଡିଆରେ ଦିନ ୧୨ଟାରେ ବିଶାଳ ଜନସଭାକୁ ସମ୍ବୋଧିତ କରିବେ । ଏହାପରେ ଦିନ ୩ଟା ୩୦ ବାଲେଶ୍ୱର ସେ ଉଦବୋଧନ ଦେବେ ।

ପରେ କେନ୍ଦ୍ରାପଡାରେ ଜନସଭାରେ ଯୋଗ ଦେବେ । ଏହାସହ ୨୭ରେ ପୁଣି ଓଡିଶା ଆସୁଛନ୍ତି ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା । ୨୭ରେ ଭଦ୍ରକ ଯାଜପୁର କେନ୍ଦ୍ରାପଡା କାକଟପୁର ଓ ୨୮ରେ ରାଇରଙ୍ଗପୁର ମୋରଡା ସୋର ଜଗତସିଂହପୁରରେ ପ୍ରଚାର କରିବେ । ତାଙ୍କ ସହ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ବାଲେଶ୍ୱର ଭଦ୍ରକ ଜଗତସିଂହପୁର କେନ୍ଦ୍ରାପଡା ରେ ୨୭ରୁ ୩୦ ଯାଏଁ ପ୍ରଚାର କରିବେ । ୨୭ ଓ ୨୮ରେ କେନ୍ଦ୍ର ମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ କେନ୍ଦ୍ରାପଡା ଓ ଭଦ୍ରକରେ ପ୍ରଚାର କରିବେ । ଏନେଇ ବିଜେପି ରାଜ୍ୟ ସଭାପତି ସୂଚନା ଦେଇଛନ୍ତି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା