Masthead

ବାରାଣସୀରେ ଅଧିକ ନିର୍ବାଚନ ପ୍ରଚାରର ଆବଶ୍ୟକତା ନାହିଁ: ଏସ ଜୟଶଙ୍କର

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ପାଇଁ ଅଧିକ ନିର୍ବାଚନ ପ୍ରଚାରର ଆବଶ୍ୟକତା ନାହିଁ। କାରଣ ବାରଣାସୀ ସହରର ଲୋକେ ଭାରତର ବୈଦେଶିକ ନୀତିକୁ ଗଭୀର ଭାବେ ଜାଣିବା ପାଇଁ ତିବ୍ର ଇଚ୍ଛା ପ୍ରକାଶ କରୁଛନ୍ତି, ଯାହାକି ମୋଦିଙ୍କ ଶାସନରେ ଦେଶର ପ୍ରଗତି ଉପରେ ଗର୍ବକୁ ଦର୍ଶାଉଛି ବୋଲି କହିଛନ୍ତି ବୈଦେଶିକ ମନ୍ତ୍ରୀ ଏସ୍‌ ଜୟଶଙ୍କର । ଜୟଶଙ୍କର କହିଛନ୍ତି ମୁଁ ଏହି ନିର୍ବାଚନରେ ଅନୁଭବ କରିଛି ଯେ ଲୋକେ ଦେଶର ବୈଦେଶିକ ନୀତି ବିଷୟରେ ଅଧିକ ଜାଣିବାକୁ ଚାହାନ୍ତି।

ସେମାନଙ୍କୁ ଏହି କଥା ଉପରେ ଗର୍ବ ହେଉଛି ଯେ ମୋଦି ଏହି ଦେଶକୁ କେଉଁଠାକୁ ନେଇ ଯାଇଛନ୍ତି। ବାରାଣସୀରେ ଅଧିକ ନିର୍ବାଚନ ପ୍ରଚାରର ଆବଶ୍ୟକତା ନାହିଁ। ଆମେ ସାରା ଦେଶରେ ପ୍ରାୟ ୬୦ ସହରରେ ଜି-୨୦କୁ ଏକ ଉତ୍ସବ ଭଳି ପାଳନ କରିଥିଲୁ। ମୋତେ ଲାଗୁଛି ଯେ ଆଗାମୀ ଦିନରେ ଏଠାରେ ପର୍ଯ୍ୟଟନ ନିଶ୍ଚିତ ଭାବେ ବଢ଼ିବ। ଆମେ କାଶୀକୁ ପ୍ରୋତ୍ସାହିତ କରିବା ଉଚିତ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼