Masthead

ଆଜିଠୁ ଦୁଇ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ହିମନ୍ତ ବିଶ୍ୱଶର୍ମା

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଶେଷ ପର୍ଯ୍ୟାୟ ପ୍ରଚାର ପାଇଁ ଓଡ଼ିଶା ମୁହାଁ ବିଜେପିର କେନ୍ଦ୍ର ନେତୃତ୍ୱ । ପୁଣି ଥରେ ୨ ଦିନିଆ ଓଡ଼ିଶା ଗସ୍ତରେ ଆସୁଛନ୍ତି ଆସାମ ମୁଖ୍ୟମନ୍ତ୍ରୀ ହିମନ୍ତ ବିଶ୍ୱଶର୍ମା । ୨ ଦିନରେ ୮ଟି ସ୍ଥାନରେ କରିବେ ପ୍ରଚାର । ଭଦ୍ରକ, ଯାଜପୁର, କେନ୍ଦ୍ରାପଡ଼ା ଓ କାକଟପୁରରେ ପ୍ରଚାର କରିବେ ବିଶ୍ୱଶର୍ମା । ଆସନ୍ତାକାଲି ରାଇରଙ୍ଗପୁର, ମୋରଡ଼ା, ସୋର ଓ ଜଗତସିଂହପୁରରେ ହିମନ୍ତଙ୍କ ଜନସଭା କାର୍ଯ୍ୟକ୍ରମ ରହିଛି ।

ସେପଟେ କେନ୍ଦ୍ରମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ମଧ୍ୟ ଆଜି ବିଶାଳ ରୋଡ ଶୋ’ରେ ସାମିଲ ହେବାର କାର୍ଯ୍ୟକ୍ରମ ରିହିଛି । ଅଶ୍ୱିନୀ ବୈଷ୍ଣବ ଦୁଇ ଦିନ ଅର୍ଥାତ ଆଜି ଓ ଆସନ୍ତାକାଲି କେନ୍ଦ୍ରାପଡ଼ା ଓ ଭଦ୍ରକରେ ସଭା ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ