Masthead

ଭିଜିଲାନ୍ସ ଜାଲରେ ପିଇଓ

କଳାହାଣ୍ଡି (ବଡ଼ ଖବର ବ୍ୟୁରୋ): ଭିଜିଲାନ୍ସ ଜାଲରେ ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ । ୧୦ ହଜାର ଟଙ୍କା ଲାଞ୍ଚ ନେଉଥିବାବେଳେ ଧରାପଡ଼ିଲା ପିଇଓ । ଥୁଆମୂଳ ରାମପୁର ବ୍ଲକ କାଣିଗୁମା ପଞ୍ଚାୟତର କାର୍ଯ୍ୟନିର୍ବାହୀ ଅଧିକାରୀ ସନ୍ୟାସୀ ନାଏକ ଜଣେ ଗ୍ରାମସାଥୀଙ୍କ ଠାରୁ ଡିଜିଟାଲ ଦସ୍ତଖତ କରିବା ପାଇଁ ୧୦,୦୦୦ ଟଙ୍କା ନେଉଥିବା ସମୟରେ ମାଡିବସିଲା ଭିଜିଲାନ୍ସ । ତାଙ୍କ ଅଫିସ ଏବଂ ଭବାନୀପାଟଣା ଜଳେଶ୍ୱର ମନ୍ଦିର ପାଖରେ ଥିବା ବାସଗୃହରେ ଭିଜିଲାନ୍ସ ବିଭାଗର ୮ଜଣିଆ ଟିମ ମିଳିତ ଭାବରେ ଚଢ଼ାଉ ଚାଲିଥିବା ସୂଚନା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ