Masthead

ଚାଷୀଙ୍କୁ ଧୋକା ଓ ପ୍ରତାରଣା ଦେବାରେ ବିଜେଡି ୧ ନମ୍ବର: ପ୍ରଦୀପ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ରାଜ୍ୟରେ ଚାଷୀଙ୍କ ପ୍ରତି ବିଜେଡିର ବିଶ୍ୱାସଘାତ ନେଇ ବିଜେପିର ଟାର୍ଗେଟ  । ପ୍ରେସମିଟରେ ରାଜ୍ୟ ସରକାରଙ୍କୁ ପ୍ରଦୀପ ପୁରୋହିତଙ୍କ ସମାଲୋଚନା । କହିଛନ୍ତି ଓଡ଼ିଶା ଚାଷୀଙ୍କ ଆୟରେ ଦେଶରେ ତଳ ଆଡ଼ୁ ଦ୍ୱିତୀୟ ସ୍ଥାନରେ । ଚାଷୀଙ୍କୁ ୧୦ ହଜାର ଦେବେ କହି ୪ ହଜାର ଟଙ୍କା ଦେଲେ । ଚାଷୀଙ୍କୁ ଧୋକା ଓ ପ୍ରତାରଣା ଦେବାରେ ବିଜେଡି ୧ ନମ୍ବର । ୨୦୧୯ରେ ଝିଅ ବିବାହ ପାଇଁ ଚାଷୀଙ୍କୁ ୨୫ ହଜାର ଦେବେ କହିଲେ ।

କେତେ ଜଣଙ୍କୁ ୨୫ ହଜାର ଦେଇଛନ୍ତି ସରକାର ଉତ୍ତର ଦିଅନ୍ତୁ । ସେ ଆହୁରି ମଧ୍ୟ କହଛନ୍ତି ବିଜେପି ଆସିଲେ ୫ ବର୍ଷରେ ଚାଷୀଙ୍କ ଆୟ ଦ୍ୱିଗୁଣିତ ହେବ । ୪୮ ଘଣ୍ଟାରେ ଧାନ କ୍ୱିଣ୍ଟାଲ୍ ପ୍ରତି ୩୧୦୦ ଟଙ୍କା ଚାଷୀଙ୍କୁ ମିଳିବ । କଟଣୀ ଛଟନୀ ବନ୍ଦ କରିବୁ, ପ୍ରତି ବ୍ଲକରେ ଶୀତଳଭଣ୍ଡାର କରିବୁ । ସରକାରଙ୍କୁ ପ୍ରଶ୍ନ କରି କହିଛନ୍ତି କାଳିଆ ଯୋଜନାର ବାକି ୬ ହଜାର ଟଙ୍କା କୁଆଡ଼େ ଗଲା? କୃଷକଙ୍କ ପାଇଁ ଥିବା ୬ ହଜାର କୋଟିର ହିସାବ ସରକାର ଦେଲେନି । ଶହେ ଟଙ୍କା ବୋନସ ଦେବେ କହିଥିଲେ, ଚାଷୀଙ୍କୁ ପ୍ରତାରଣା କଲେ । ବିଜେପି ସରକାର ହେଲେ ଦଳ ଜନାଦେଶକୁ ସମ୍ମାନ ଦେବ । ୫ ବର୍ଷ ଭିତରେ ଚାଷୀଙ୍କ ପାଇଁ ଥିବା ସଂକଳ୍ପ କାର୍ଯ୍ୟକାରୀ କରିବୁ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆହୁରି ତିନି ଦିନ ଭିଜିବ ଓଡ଼ିଶା 🔴 ସରିଲା ଆଡ଼ପମଣ୍ଡପ ଲୀଳା, ଅପେକ୍ଷାରେ ମାଆ 🔴 ପୁରୀ ହେବ ମହାନଗରନିଗମ : ମୋହନ ଚରଣ ମାଝୀ 🔴 ଭାରତ କେବଳ ପାକିସ୍ତାନ ନୁହଁ ବରଂ ୩ଟି ଦେଶକୁ ପରାସ୍ତ କରିଛି : ରାହୁଲ ଆର ସିଂହ 🔴 ଆମେରିକାରେ ପାସ୍ ହେଲା ‘ୱାନ୍ ବିଗ୍ ବିୟୁଟିଫୁଲ ବିଲ୍’ 🔴 TVK ପାର୍ଟିର ମୁଖ୍ୟମନ୍ତ୍ରୀ ଚେହେରା ହେବେ ଅଭିନେତା ବିଜୟ 🔴 ଗୁଣ୍ଡିଚା ମନ୍ଦିରରେ ମହାପ୍ରଭୁଙ୍କ ଆଜି ନବମୀ ସନ୍ଧ୍ୟା ଦର୍ଶନ 🔴 OAS ସଂଘ ଆନ୍ଦୋଳନ ପ୍ରତ୍ୟାହୃତ 🔴 ୪ ଜିଲ୍ଲାରେ ପ୍ରବଳ ବର୍ଷିବ ! 🔴 ପାକିସ୍ତାନ ସୀମା ଜଗିବ ଆପାଚି 🔴 ଆହୁରି ତିନି ଦିନ ଭିଜିବ ଓଡ଼ିଶା 🔴 ସରିଲା ଆଡ଼ପମଣ୍ଡପ ଲୀଳା, ଅପେକ୍ଷାରେ ମାଆ 🔴 ପୁରୀ ହେବ ମହାନଗରନିଗମ : ମୋହନ ଚରଣ ମାଝୀ 🔴 ଭାରତ କେବଳ ପାକିସ୍ତାନ ନୁହଁ ବରଂ ୩ଟି ଦେଶକୁ ପରାସ୍ତ କରିଛି : ରାହୁଲ ଆର ସିଂହ 🔴 ଆମେରିକାରେ ପାସ୍ ହେଲା ‘ୱାନ୍ ବିଗ୍ ବିୟୁଟିଫୁଲ ବିଲ୍’ 🔴 TVK ପାର୍ଟିର ମୁଖ୍ୟମନ୍ତ୍ରୀ ଚେହେରା ହେବେ ଅଭିନେତା ବିଜୟ 🔴 ଗୁଣ୍ଡିଚା ମନ୍ଦିରରେ ମହାପ୍ରଭୁଙ୍କ ଆଜି ନବମୀ ସନ୍ଧ୍ୟା ଦର୍ଶନ 🔴 OAS ସଂଘ ଆନ୍ଦୋଳନ ପ୍ରତ୍ୟାହୃତ 🔴 ୪ ଜିଲ୍ଲାରେ ପ୍ରବଳ ବର୍ଷିବ ! 🔴 ପାକିସ୍ତାନ ସୀମା ଜଗିବ ଆପାଚି