Masthead

ସୋରରେ ଅଶ୍ୱିନୀ ବୈଷ୍ଣବଙ୍କ ବିଶାଳ ରୋଡ ଶୋ’

ସୋର (ବଡ଼ ଖବର ବ୍ୟୁରୋ): ବାଲେଶ୍ୱର ଜିଲ୍ଲା ସୋରରେ ରେଳମନ୍ତ୍ରୀ ଅଶ୍ୱିନୀ ବୈଷ୍ଣବ ବାହାନଗା ସ୍କୁଲ ପଡିଆ ନିକଟରେ ପହଂଚି ସୋର ନିର୍ବାଚନମଣ୍ଡଳି ଏକ ବିଶାଳ ରୋଡ଼ ଶୋ’ କରିଥିଲେ। ଗତକାଲି ସନ୍ଧ୍ୟାରେ ଅଶ୍ୱିନୀ ବୈଷ୍ଣବ ଲୋକସଭା ପ୍ରାର୍ଥୀ ଅଭିମନ୍ୟୁ ସେଠୀ ଓ ସୋର ବିଧାୟକ ପ୍ରାର୍ଥୀ ପର୍ଶୁରାମ ଧଡ଼ାଙ୍କ ସହ ବାହାନଗା ସ୍କୁଲ ପଡିଆ ନିକଟରୁ ଏକ ବିଶାଳ ଶୋଭାଯାତ୍ରାରେ ବାହାରି ଗୋପାଳପୁର ଛକ, ଅଞ୍ଜି ଛକ, ଅନନ୍ତପୁର, ପାଖର ଛକ, କୋର୍ଟ ଛକ ଦେଇ ଅଡଙ୍ଗ ବଜାର ପରିକ୍ରମା କରି ଉତ୍ତରେଶ୍ୱର ନିକଟରେ ଶୋଭାଯାତ୍ରା ଶେଷ କରିବା କରିଥିଲୋ ଜୟ ଶ୍ରୀରାମ ନାରା ଲଗାଇ ଲୋକ ସଭା ପ୍ରାର୍ଥୀ ଅଭିମନ୍ୟୁ ସେଠୀ ଓ ବିଧାୟକ ପ୍ରାର୍ଥୀ ପର୍ଶୁରାମ ଧଡ଼ାଙ୍କୁ ପଦ୍ମ ଫୁଲ ଚିହ୍ନରେ ବିପୁଳ ପରିମାଣରେ ଭୋଟ ଦେଇ ଜୟଯୁକ୍ତ କରିବା ପାଇଁ ଲୋକଙ୍କୁ ନିବେଦନ କରିଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ଫାଇଲ ଗାଏବ ଘଟଣା, କମିଶନରେଟ ପୋଲିସକୁ ଚିଠି ଲେଖିଲେ ୨ ପୂର୍ବତନ ଆଇଏଏସ