Masthead

ସାଢ଼େ ୮ଟା ପରେ ଗଞ୍ଜାମରେ ଦୋକାନ ବଜାର ବନ୍ଦ

ଗଞ୍ଜମ (ବଡ଼ ଖବର ବ୍ୟୁରୋ): ଗଞ୍ଜାମ ଜିଲ୍ଲାରେ ରାଜନୈତିକ ହିଂସା ରୋକିବାକୁ ପଦକ୍ଷେପ । ଜୁନ୍ ୪ ଯାଏଁ ରାତି ସାଢ଼େ ୮ଟା ପରେ ଖୋଲିବନି ଦୋକାନ, ବଜାର । ସାଢ଼େ ୮ ପରେ ହୋଟେଲ୍, ଢାବା ଓ ଚା’ ଦୋକାନ ମଧ୍ୟ ବନ୍ଦ ରହିବ । ଏ ନେଇ ସୂଚନା ଦେଇଛନ୍ତି ଗଞ୍ଜାମ ଏସ୍‌ପି ଜଗମୋହନ ମୀନା ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ‘ଘଟଣାକୁ ଗୁରୁତ୍ୱର ସହ ନିଆଯାଇଛି’ 🔴 ନାଳ ସାଜୁଛି କାଳ 🔴 ହଷ୍ଟେଲ ଖାଦ୍ୟ ଖାଇ ୪୭ ଛାତ୍ର ଅସୁସ୍ଥ 🔴 ଆଜିଠୁ ତିନି ଦିନ ପ୍ରବଳ ବର୍ଷା ସମ୍ଭାବନା 🔴 ନିର୍ବାଚନ ଲଢ଼ିବେନି ଜୁଏଲ ଓରାମ 🔴 ରାଜ୍ୟରେ ସ୍ବାଭାବିକ ହେଲା ଘରୋଇ ବସ୍ ଚଳାଚଳ 🔴 ବିମାନ ଦୁର୍ଘଟଣା, ଆସିଲା ତଦନ୍ତ ରିପୋର୍ଟ 🔴 ପ୍ରେମ କରିବା ପଡିଲା ମହଙ୍ଗା 🔴 ଚୋର ଭାବି ପୁଲିସକୁ ନିସ୍ତୁକ ମାଡ଼ 🔴 ସରପଞ୍ଚଙ୍କ ସ୍ବାମୀଙ୍କୁ ନିର୍ମମ ହତ୍ୟା 🔴 ‘ଘଟଣାକୁ ଗୁରୁତ୍ୱର ସହ ନିଆଯାଇଛି’ 🔴 ନାଳ ସାଜୁଛି କାଳ 🔴 ହଷ୍ଟେଲ ଖାଦ୍ୟ ଖାଇ ୪୭ ଛାତ୍ର ଅସୁସ୍ଥ 🔴 ଆଜିଠୁ ତିନି ଦିନ ପ୍ରବଳ ବର୍ଷା ସମ୍ଭାବନା 🔴 ନିର୍ବାଚନ ଲଢ଼ିବେନି ଜୁଏଲ ଓରାମ 🔴 ରାଜ୍ୟରେ ସ୍ବାଭାବିକ ହେଲା ଘରୋଇ ବସ୍ ଚଳାଚଳ 🔴 ବିମାନ ଦୁର୍ଘଟଣା, ଆସିଲା ତଦନ୍ତ ରିପୋର୍ଟ 🔴 ପ୍ରେମ କରିବା ପଡିଲା ମହଙ୍ଗା 🔴 ଚୋର ଭାବି ପୁଲିସକୁ ନିସ୍ତୁକ ମାଡ଼ 🔴 ସରପଞ୍ଚଙ୍କ ସ୍ବାମୀଙ୍କୁ ନିର୍ମମ ହତ୍ୟା