Masthead

୨୫ ବର୍ଷ ପରେ ଓଡ଼ିଶାକୁ ଓଡ଼ିଆ ଲେଖାପଢ଼ା ମୁଖ୍ୟମନ୍ତ୍ରୀ ମିଳିବ: ଅମିତ ଶାହ

ଚାନ୍ଦବାଲି (ବଡ଼ ଖବର ବ୍ୟୁରୋ): ଚାନ୍ଦବାଲି ସଭାରେ ଆରମ୍ଭରୁ ଗର୍ଜିଲେ ଅମିତ ଶାହ । ଓଡ଼ିଶାର ଅସ୍ମିତା ବଞ୍ଚାଇବା କି ନାହିଁ ପଚାରିଲେ ଶାହ । ୬ ପରର୍ଯ୍ୟାୟ ସରିଲାଣି, ୫ ପର୍ଯ୍ୟାୟ ରିପୋର୍ଟ ଅଛି । ୫ ପର୍ଯ୍ୟାୟରେ ମୋଦିଜୀ ୩୧୦ ସିଟ୍‌ ଜିତି ସାରିଲେଣି । ସପ୍ତମ ପର୍ଯ୍ୟାୟ ଶେଷ ସୁଦ୍ଧା ଚାର୍‌ଶୋ ପାର୍‌ କରିବାକୁ ପଡ଼ିବ । ଓଡ଼ିଶାରେ ବି ମୋଦିଙ୍କ ସରକାର ବନାଇବାକୁ ପଡ଼ିବ । ୭୫ରୁ ଅଧିକ ସିଟ୍‌ ଜିତି ଡବଲ ଇଂଜିନ ସରକାର କରିବ ବିଜେପି । ୪ ଜୁନ୍‌ରେ ରେଜଲ୍ଟ ଆସିବ, ନବୀନ ବାବୁ ପୂର୍ବ ମୁଖ୍ୟମନ୍ତ୍ରୀ ବନିଯିବେ ।

ଓଡ଼ିଶାର ମୁଖ୍ୟମନ୍ତ୍ରୀ ଜଗନ୍ନାଥଙ୍କ ଭକ୍ତ ହିଁ ହେବ । ୨୫ ବର୍ଷ ପରେ ଓଡ଼ିଶାକୁ ଓଡ଼ିଆ ଲେଖାପଢ଼ା ମୁଖ୍ୟମନ୍ତ୍ରୀ ମିଳିବ । ଓଡ଼ିଶାକୁ ତାମିଲ ବାବୁ ନା ମୁଖ୍ୟମନ୍ତ୍ରୀ ପରିଚାଳନା କରିବେ ବୋଲି ପ୍ରଶ୍ନ କଲେ ଶାହ । ଏ ନିର୍ବାଚନ ଓଡ଼ିଆ ଅସ୍ମିତା, ଭାଷା, କଳା, ସ୍ବାଭିମାନର ନିର୍ବାଚନ । ଜଣେ ତାମିଲବାବୁ ପରଦା ପଛରେ ରହି ଶାସନ କରିବେ କି? ବିଜେପିକୁ ଭୋଟ ଦିଅନ୍ତୁ, ଆପଣଙ୍କ ଜନସେବକ ଏଠି ଶାସନ କରିବେ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼