ଆଜି ମଲ୍ଲିକାର୍ଜୁନ ଖଡଗେ, କାଲି ରାହୁଲ କରିବେ ପ୍ରଚାର

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଆଜି ଓଡ଼ିଶା ଆସୁଛନ୍ତି କଂଗ୍ରେସ ଅଧ୍ୟକ୍ଷ ମଲ୍ଲିକାର୍ଜୁନ ଖଡଗେ । ଶେଷ ପର୍ଯ୍ୟାୟ ନିର୍ବାଚନ ପାଇଁ କଂଗ୍ରେସ ପାଇଁ କରିବେ ପ୍ରଚାର । ଭଦ୍ରକ ଓ ବାଲେଶ୍ୱରରେ ଖଡଗେ କରିବେ ଶୋଭାଯାତ୍ରା। ଦିନ ୧୧ଟାରେ ଖଡ଼ଗେ ବାଲେଶ୍ୱରରେ ସଭା କରିବେ। ପରେ ଅପରାହ୍ନ ୩ଟାରେ ଚାନ୍ଦବାଲିରେ ନିର୍ବାଚନୀ ସଭା କାର୍ଯ୍ୟକ୍ରମ ରହିଛି। ସେହିପରି ଆସନ୍ତାକାଲି ଶେଷ ପର୍ୟ୍ୟାୟ ପ୍ରଚାର ପାଇଁ ଭଦ୍ରକ ଆସିବେ କଂଗ୍ରେସ ସାଂସଦ ରାହୁଲ ଗାନ୍ଧି । ପୂର୍ବାହ୍ନ ୧୧ଟାରେ ସିମୁଳିଆ ସାନମହିତପୁର ଆସି ରାହୁଲ ପ୍ରଚାର କରିବା କାର୍ଯ୍ୟକ୍ରମ ରହିଛି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ 🔴 ଗଞ୍ଜାମ ଯିବେ ମୁଖ୍ୟମନ୍ତ୍ରୀ 🔴 ଜଳବନ୍ଦୀଙ୍କୁ କରାଯିବ ଏୟାରଲିଫ୍ଟ 🔴 ୧୮ରୁ ବିଧାନସଭା ଅଧିବେଶନ 🔴 ୭ ଜିଲ୍ଲାକୁ ରେଡ୍ ୱାର୍ଣ୍ଣିଂ 🔴 ନୀଳଗିରି ବସ୍‌ଷ୍ଟାଣ୍ଡ ନିକଟ ପେଟ୍ରୋଲ ପମ୍ପରେ ବିସ୍ଫୋରଣ 🔴 ଆସନ୍ତାକାଲି ପର୍ଯ୍ୟନ୍ତ ଓଡ଼ିଶା ପାଇଁ ଗୁରୁତ୍ବପୂର୍ଣ୍ଣ 🔴 ସଂଧ୍ୟା ସୁଦ୍ଧା ମାଲକାନଗିରି ଦେଇ ଯିବ ‘ଅର୍ଣ୍ଣବ’ 🔴 ‘ମାଲକାନଗିରି ବେଶୀ ପ୍ରଭାବିତ’ 🔴 IAS ସ୍ତରରେ ଅଦଳବଦଳ 🔴 ଘରେ ପଶିଲେ, ଲୁଟିଲେ..ଟିଭି ଭାଙ୍ଗି ଚାଲିଗଲେ