Masthead

ଏସସିବିରେ ଭର୍ତ୍ତି ହେଲେ ପ୍ରଶାନ୍ତ ଜଗଦ୍ଦେବ

ଖୋର୍ଦ୍ଧା(ବଡ଼ ଖବର ବ୍ୟୁରୋ): ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବ କଟକ ଏସସିବିରେ ଭର୍ତ୍ତି । ଖୋର୍ଦ୍ଧା ଜେଲ୍‌ରୁ ଅଣାଯାଇ ଏସସିବିରେ ଭର୍ତ୍ତି କରାଯାଇଥିବା ସୂଚନା । ଓକିଲଙ୍କ ଆବେଦନ ଆଧାରରେ ମେଡିକାଲରେ ଭର୍ତ୍ତି ହେଲେ । ଭୋର ୪ଟାରେ ଏସସିବିରେ ଭର୍ତ୍ତି ହୋଇଥିବା ଓକିଲଙ୍କ ସୂଚନା । ଜେଲରେ ଥିବା ବେଳେ ସେ ଅସୁସ୍ଥ ଅନୁଭବ କରିବାରୁ ତାଙ୍କୁ କଟକ ଏସସିବି ମେଡିକାଲକୁ ଚିକିତ୍ସା ପାଇଁ ଅଣାଯାଇଛି ।

ଗତକାଲି ବିଳମ୍ବିତ ରାତିରେ ଖୋର୍ଦ୍ଧା ଜେଲରୁ ଏସସିବି ଆଣି ଭର୍ତ୍ତି କରାଯାଇଛି । ସୂଚନାଯୋଗ୍ୟ, ଖୋର୍ଦ୍ଧା ଜିଲା ବୋଲଗଡ଼ ବ୍ଲକ କାଉଁରିପାଟଣା ବୁଥରେ ଇଭିଏମ ଭଙ୍ଗାଯିବା ଅଭିଯୋଗ ମାମଲାରେ ପ୍ରଶାନ୍ତ ଜଗଦ୍ଦେବଙ୍କୁ ଗିରଫ କରାଯାଇଛି। ଗିରଫ ପରେ ସ୍ବାସ୍ଥ୍ୟ ପରୀକ୍ଷା କରାଯାଇ ତାଙ୍କୁ ଖୋର୍ଦ୍ଧା ଜେଲକୁ ପଠାଯାଇଥିଲା।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ