Masthead

ବିଜେପି ଦଳରୁ ହିମାଂଶୁ ଶେଖର ସାହୁଙ୍କୁ ବହିଷ୍କାର

ଧର୍ମଶାଳା (ବଡ଼ ଖବର ବ୍ୟୁରୋ): ବିଜେପି ଦଳରୁ ହିମାଂଶୁ ଶେଖର ସାହୁଙ୍କୁ ବହିଷ୍କାର । ଦଳବିରୋଧି କାର୍ଯ୍ୟ ଓ ଦଳୀୟ ଅନୁଶାସନ ଭଙ୍ଗ ଅଭିଯୋଗରେ ବିଜେପିରୁ ବହିଷ୍କାର ହୋଇଛନ୍ତି ହିମାଂଶୁ । ଦଳ ସଭାପତି ମନମୋହନ ସାମଲଙ୍କ ନିର୍ଦ୍ଦେଶରେ ଦଳରୁ ବହିଷ୍କାର ସୂଚନା ମିଳିଛି। ହିଂମାଂଶୁ ଦଳରୁ ଟିକେଟ୍‌ ନ ମିଳିବାରୁ ସ୍ବାଧୀନ ପ୍ରାର୍ଥୀ ଭାବେ ଧର୍ମଶାଳାରୁ ଲଢ଼ୁଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ