Masthead

ବିରିଡ଼ିରେ ଅଶ୍ଵିନୀ ବୈଷ୍ଣବଙ୍କ ବିଶାଳ ରୋଡ୍ ଶୋ

ତିର୍ତ୍ତୋଲ(ବଡ଼ ଖବର ବ୍ୟୁରୋ): ଜଗତସିଂହପୁର ଜିଲ୍ଲା ତିର୍ତ୍ତୋଲ ନିର୍ବାଚନ ମଣ୍ଡଳୀ ବିରିଡ଼ି ବ୍ଲକରେ କେନ୍ଦ୍ର ରେଳମନ୍ତ୍ରୀ ଅଶ୍ଵିନୀ ବୈଷ୍ଣବଙ୍କ ବିଶାଳ ରୋଡ୍ ଶୋ । ରୋଡ୍ ଶୋରେ ସାମିଲ୍ ହେଲେ ହଜାର ହଜାର ସମର୍ଥକ। ସୋନପୁର ଛକରୁ ବାହାରି ବିରିଡ଼ି ବ୍ଲକର ସମସ୍ତ୍ ପଞ୍ଚାୟତରେ ପହଞ୍ଚି ସାଂସଦ ପ୍ରାର୍ଥୀ ବିଭୁ ପ୍ରାସାଦ ତରାଇ ଏବଂ ବିଧାୟକ ପ୍ରାର୍ଥୀ ରାଜକିଶୋର ବେହେରାଙ୍କୁ ସମର୍ଥନ କରିବା ପାଇଁ ଜନସାଧାରଣଙ୍କୁ ଅନୁରୋଧ କରିଥିଲେ ଅଶ୍ଵିନୀ ବୈଷ୍ଣବ । ଏହି କାର୍ଯ୍ୟକ୍ରମରେ ବିଧାୟକ ପ୍ରାର୍ଥୀ ରାଜକିଶୋର ବେହେରା ମଧ୍ୟ ଉପସ୍ଥିତ ଥିଲେ। ବିଜେପି ସରକାର ଆସିଲେ ଅଞ୍ଚଳବାସୀଙ୍କ ତିନୋଟି ମୁଖ୍ୟ ଦାବି; ବଡ ଖଣ୍ଡାୟାତା ପାସେଞ୍ଜର ହଲରୁ ଷ୍ଟେସନ କରାଯିବ, ରଘୁନାଥପୁରରେ ଫ୍ଲାଏ ଓଭର ବ୍ରିଜ କରାଯିବ, କଲାନ୍ତାର ବରୁଣେଇ ଗେଟ୍ ର ସମାଧାନ କରାଯିବ ବୋଲି ନିଜର ମତ ରଖିଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା