Masthead

୪ ଜୁନ୍‌ ପରେ ଓଡ଼ିଶା ବିକାଶର ଏକ ନୂଆ ରାସ୍ତାରେ ଚାଲିବ: ପ୍ରଧାନମନ୍ତ୍ରୀ

କେନ୍ଦ୍ରାପଡ଼ା(ବଡ଼ ଖବର ବ୍ୟୁରୋ): କେନ୍ଦ୍ରାପଡ଼ା ସଭାରେ ପ୍ରଧାନମନ୍ତ୍ରୀ ମୋଦିଙ୍କ ଅଭିଭାଷଣ । ୪ ଜୁନ୍‌ ପରେ ଓଡ଼ିଶା ବିକାଶର ଏକ ନୂଆ ରାସ୍ତାରେ ଚାଲିବ । ଆପଣ ସମସ୍ତଙ୍କଠାରୁ ଆଶୀର୍ବାଦ ନେବାକୁ ଆସିଛି । ଜୁନ୍‌ ୧୦ର ନିମନ୍ତ୍ରଣ ଦେବାକୁ ମୁଁ ଏଠାକୁ ଆସିଛି । ୧୦ ଜୁନ୍‌ରେ ବିଜେପିର ମୁଖ୍ୟମନ୍ତ୍ରୀ ଶପଥ ନେବେ । ବିଜେପି ମୁଖ୍ୟମନ୍ତ୍ରୀ ଏହି ମାଟିର ପୁଅ କିମ୍ବା ଝିଅ ହେବେ । ଓଡ଼ିଆ ସଂସ୍କୃତି ଉପରେ କବ୍‌ଜା ଚାହୁଁଥିବା ଗୋଷ୍ଠୀରୁ ମୁକ୍ତି ଚାହୁଁଛି ଓଡ଼ିଶା । ଓଡ଼ିଶା ଏଥର ଚାହୁଁଛି ଡବଲ ଇଂଜିନ ସରକାର ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ 🔴 ଶ୍ରୀମନ୍ଦିରରେ ନାବାଳକକୁ ମାଡ଼! 🔴 ପବିତ୍ର ଶ୍ରୀପଞ୍ଚମୀରେ ବିଦ୍ୟାଦାତ୍ରୀ ମା’ ସରସ୍ବତୀଙ୍କୁ ଆବାହନ 🔴 ୭୨ ପ୍ରଧାନଶିକ୍ଷକଙ୍କ ଦରମା ବନ୍ଦ 🔴 ରାଜ୍ୟସଭା ନିର୍ବାଚନ ପାଇଁ ପ୍ରକ୍ରିୟା ଆରମ୍ଭ 🔴 ନୂଆ ହିତାଧିକାରୀଙ୍କୁ ଆଜି ମିଳିବ ସୁଭଦ୍ରା ଟଙ୍କା 🔴 ରାଜ୍ୟରେ କମିଲା ଶୀତ 🔴 ଆଜି ମହାପ୍ରଭୁଙ୍କ ଦୁର୍ଲ୍ଲଭ ପଦ୍ମବେଶ 🔴 ରଥ ତିଆରି ପାଇଁ ଗଲା ରଥ କାଠ 🔴 ବିଜାପୁରରେ ଏନକାଉଣ୍ଟର, ୬ ମାଓବାଦୀ ନିହତ 🔴 ଜଳିଗଲା ୧ନଂ ହାଟ