Masthead

ଶେଷ ଦିନରେ ପ୍ରଚାର ପାଇଁ ଓଡ଼ିଶା ଆସୁଛନ୍ତି ରାହୁଲ ଗାନ୍ଧୀ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଜୁନ୍ ୧ରେ ଦେଶରେ ସପ୍ତମ ତଥା ଶେଷ ପର୍ଯ୍ୟାୟ ନିର୍ବାଚନ । ଏଥିପାଇଁ ଆଜି ସରୁଛି ପ୍ରଚାର । ଶେଷ ଦିନରେ ପ୍ରଚାର କରିବା ପାଇଁ ଓଡ଼ିଶା ଆସୁଛନ୍ତି ରାହୁଲ ଗାନ୍ଧୀ । ଭଦ୍ରକ ଲୋକସଭା କ୍ଷେତ୍ରର ସିମୁଲିଆରେ ପ୍ରଚାର ସଭାକୁ ସମ୍ବୋଧନ କରି କଂଗ୍ରେସ ପ୍ରାର୍ଥୀଙ୍କ ପାଇଁ ଭୋଟ ମାଗିବେ ରାହୁଲ । ପୂର୍ବାହ୍ନ ୧୧ଟାରେ ସିମୁଳିଆ ସାନମହିତପୁରରେ ପ୍ରଚାର ସଭାକୁ ସମ୍ବୋଧନ କରିବେ ।

ଏହା ହେଉଛି ରାହୁଲ ଗାନ୍ଧୀଙ୍କ ତୃୀତୟ ଓଡ଼ିଶା ଗସ୍ତ । ପୂବରୁ ରାହୁଲ ସାଲେପୁର ଓ ବଲାଙ୍ଗୀରରେ ପ୍ରଚାର କାର୍ଯ୍ୟକ୍ରମରେ ଯୋଗ ଦେଇଥିଲେ । ଏହାସହ ରାୟଗଡା ସଭାରେ ଭିଡିଓ କନଫରେନ୍ସିଂରେ ଯୋଡି ହୋଇଥିଲେ । ଚଳିତ ଥର କଂଗ୍ରେସ ୫ ନ୍ୟାୟ, ୨୫ ଗ୍ୟାରେଂଟିକୁ ନେଇ ନିର୍ବାଚନ ଇସ୍ତାହାର ପ୍ରସ୍ତୁତ କରିଛି । ରୋଜଗାର ସୃଷ୍ଟି, ଦାଦନ ସମସ୍ୟା, ପଛୁଆ ବର୍ଗଙ୍କୁ ସଂରକ୍ଷଣ ଦେବା କଥା କହି ଭୋଟ୍ ଦେବାକୁ ଅପିଲ କରିଛି କଂଗ୍ରେସ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ପତାକା ଉତ୍ତୋଳନ ବେଳେ ଅଘଟଣ 🔴 ଗଲ୍ଫ ଓଡ଼ିଆ ଆସୋସିଏସନର ନବମ ବାର୍ଷିକ ଉତ୍ସବ ପାଳିତ 🔴 ଲାଲକିଲ୍ଲାରୁ ଯୁବପିଢିଙ୍କ ପାଇଁ ବଡ ଘୋଷଣା, ୧କୋଟି ଯୁବକଙ୍କୁ AI ତାଲିମ 🔴 ବିକଶିତ ଭାରତ ଗଠନରେ ଯୁବଶକ୍ତି ଆମର ମୁଖ୍ୟ ଯୋଦ୍ଧା: ମୁଖ୍ୟମନ୍ତ୍ରୀ ମୋହନ ମାଝୀ 🔴 ଆଉ ଛୋଟ ସ୍ବପ୍ନ ଦେଖିଲେ ଚଳିବନି….ବଡ଼ ସ୍ବପ୍ନ ଦେଖିବାକୁ ହେବ: ପ୍ରଧାନମନ୍ତ୍ରୀ 🔴 ପାସେଞ୍ଜର ଟ୍ରେନ୍‌ ଲାଇନଚ୍ୟୁତ 🔴 ବୈତରଣୀ ଏବଂ କାଣୀ ନଦୀରେ ପ୍ରଳୟଙ୍କରୀ ବନ୍ୟା, ଅସ୍ତବ୍ୟସ୍ତ ଜନଜୀବନ 🔴 ପୋଲିସ ସେବା ପୁରସ୍କାର ୨୦୨୬, ଓଡିଶାର ୧୭ଜଣଙ୍କୁ ମିଳିବ.. 🔴 ଚମୋଲି ଟନେଲ୍‌ ଅଘଟଣ, ୭ଶ୍ରମିକ ମୃତ 🔴 ୨୦ ଆଉ ଏକ ଲଘୁଚାପ ! 🔴 ପତାକା ଉତ୍ତୋଳନ ବେଳେ ଅଘଟଣ 🔴 ଗଲ୍ଫ ଓଡ଼ିଆ ଆସୋସିଏସନର ନବମ ବାର୍ଷିକ ଉତ୍ସବ ପାଳିତ 🔴 ଲାଲକିଲ୍ଲାରୁ ଯୁବପିଢିଙ୍କ ପାଇଁ ବଡ ଘୋଷଣା, ୧କୋଟି ଯୁବକଙ୍କୁ AI ତାଲିମ 🔴 ବିକଶିତ ଭାରତ ଗଠନରେ ଯୁବଶକ୍ତି ଆମର ମୁଖ୍ୟ ଯୋଦ୍ଧା: ମୁଖ୍ୟମନ୍ତ୍ରୀ ମୋହନ ମାଝୀ 🔴 ଆଉ ଛୋଟ ସ୍ବପ୍ନ ଦେଖିଲେ ଚଳିବନି….ବଡ଼ ସ୍ବପ୍ନ ଦେଖିବାକୁ ହେବ: ପ୍ରଧାନମନ୍ତ୍ରୀ 🔴 ପାସେଞ୍ଜର ଟ୍ରେନ୍‌ ଲାଇନଚ୍ୟୁତ 🔴 ବୈତରଣୀ ଏବଂ କାଣୀ ନଦୀରେ ପ୍ରଳୟଙ୍କରୀ ବନ୍ୟା, ଅସ୍ତବ୍ୟସ୍ତ ଜନଜୀବନ 🔴 ପୋଲିସ ସେବା ପୁରସ୍କାର ୨୦୨୬, ଓଡିଶାର ୧୭ଜଣଙ୍କୁ ମିଳିବ.. 🔴 ଚମୋଲି ଟନେଲ୍‌ ଅଘଟଣ, ୭ଶ୍ରମିକ ମୃତ 🔴 ୨୦ ଆଉ ଏକ ଲଘୁଚାପ !