Masthead

ସାଢ଼େ ୮ଟାରେ ୩୯ ଡିଗ୍ରୀ ସହ ଭବାନୀପାଟଣା ସବୁଠୁ ଉତ୍ତପ୍ତ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ସକାଳୁ ସକାଳୁ ଅସହ୍ୟ ତାତି । ଜଳୁଛି ପଶ୍ଚିମ ଓଡ଼ିଶା । ସାଢ଼େ ୮ଟାରେ ୩୯ ଡିଗ୍ରୀ ସହ ଭବାନୀପାଟଣା ସବୁଠୁ ଉତ୍ତପ୍ତ । ସେହିପରି ଟିଟଲାଗଡରେ ସକାଳ ସାଢେ ୮ଟା ସୁଦ୍ଧା ୩୮ଡିଗ୍ରୀ, ବଲାଙ୍ଗୀର ୩୭.୪ ଡିଗ୍ରୀ, ସୋନପୁର ଓ ଝାରସୁଗୁଡାରେ ୩୬.୬ ଡିଗ୍ରୀ, ହୀରାକୁଦ ୩୬.୪, ସମ୍ବଲପୁର ୩୬.୨, ବୌଦ୍ଧ ୩୬ ଡିଗ୍ରୀ ।

ରାଉରକେଲା ଓ ବରଗଡ ତାପମାତ୍ରା ୩୫.୪ ଡିଗ୍ରୀ, ତାଳଚେର ୩୪.୪, ସୁନ୍ଦରଗଡ ତାପମାତ୍ରା ୩୪ ଡିଗ୍ରୀ ରେକର୍ଡ ହୋଇଛି । ସେପଟେ ଆଜି କେରଳ ଛୁଇଁବ ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ । ଦକ୍ଷିଣ ପଶ୍ଚିମ ମୌସୁମୀ ବାୟୁ କେରଳ ଛୁଇଁବା ପାଇଁ ପାଗ ଅନୁକୂଳ ରହିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆଜିଠାରୁ ମହିଳା ବିଶ୍ୱକପ୍ ମହାକୁମ୍ଭ 🔴 ବଢିଲା ନିଟ୍ (ୟୁଜି)ପରୀକ୍ଷା ସମୟ ଅବଧି