Masthead

ଯୋଗେନ୍ଦ୍ର ଯାଦବଙ୍କ ଭବିଷ୍ୟବାଣୀ, ଆମେଠିରୁ ହାରିବେ ସ୍ମୃତି ଇରାନୀ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ):  ରଣନୀତିଜ୍ଞ ଯୋଗେନ୍ଦ୍ର ଯାଦବଙ୍କ ଭବିଷ୍ୟବାଣୀ । ଆମେଠିରୁ ହାରିଯିବେ ସ୍ମୃତି ଇରାନୀ । ନିର୍ବାଚନ ୨୦୨୪ ଶେଷ ପର୍ଯ୍ୟାୟରେ ଥିବାବେଳେ ଏହାର ଫଳାଫଳକୁ ନେଇ ବିଭିନ୍ନ ଆକଳନ କରାଯାଉଛି। ଏହାରି ଭିତରେ ପ୍ରଶାନ୍ତ କିଶୋର, ଯୋଗେନ୍ଦ୍ର ଯାଦବଙ୍କ ଭଳି ବଡ଼ ବଡ଼ ରାଜନୈତିକ ବିଭିନ୍ନ ଭବିଷ୍ୟବାଣୀ କରିଛନ୍ତି।

ଏହିକ୍ରମରେ ରଣନୀତିଜ୍ଞ ଯୋଗେନ୍ଦ୍ର ଯାଦବ ସ୍ମୃତି ଇରାନୀଙ୍କୁ ନେଇ ବଡ଼ ଭବଷ୍ୟବାଣୀ କରିଛନ୍ତି। ଯୋଗେନ୍ଦ୍ର କହିଛନ୍ତି , ସ୍ମୃତି ଇରାନୀଙ୍କ ଉପରେ ଆମେଠି ଜନତା ଅସନ୍ତୁଷ୍ଟ ଅଛନ୍ତି। କେବଳ ଏତିକି ନୁହେଁ ତାଙ୍କ ଦଳର ବିଜେପି ନେତାମାନେ ମଧ୍ୟ ତାଙ୍କ ଉପରେ ରାଗିଛନ୍ତି। ସ୍ମୃତି ଇରାନୀ ଆମେଠିରୁ କଂଗ୍ରେସ ନେତା କେ.ଏଲ ଶର୍ମାଙ୍କ ବିରୋଧରେ ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଜ୍ୱରରେ ଆକ୍ରାନ୍ତ ବଣମଣିଷ 🔴 ୟୁକ୍ରେନ୍ ରେଳଷ୍ଟେସନ ଉପରେ ଋଷର ଆକ୍ରମଣ 🔴 ବର୍ଷାରେ ଭିଜିବ ଗଣେଶ ପୂଜା ଓ ନୂଆଖାଇ 🔴 ଧରାପୃଷ୍ଠରେ ଅବତରଣ କରିଛନ୍ତି ଗଜାନନ 🔴 ଛାତ୍ରୀଙ୍କୁ ମାଡ଼ମାରି ଚକ୍ଷୁ ନଷ୍ଟ କଲେ ଶିକ୍ଷୟିତ୍ରୀ 🔴 ସମ୍ବଲପୁର ପୋଲିସର ଏନକାଉଣ୍ଟର 🔴 ୧୩ ଜିଲ୍ଲାକୁ ୟେଲୋ ଓ୍ବାର୍ଣ୍ଣିଂ 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ