Masthead

ଆଜି  କୁମାରୀ ଙ୍କ ପର୍ବ କୁମାର ପୂର୍ଣ୍ଣିମା

ଭୁବନେଶ୍ୱର,  (ବଡ଼ ଖବର ବ୍ୟୁରୋ):ଆଜି  ପବିତ୍ର କୁମାର ପୂର୍ଣ୍ଣିମା । ଆଶ୍ୱିନ ମାସର ପୂର୍ଣ୍ଣିମା ତିଥିରେ ପଡିଥାଏ କୁମାର ପୂର୍ଣ୍ଣିମା । କୁମାରୀ ଝିଅଙ୍କ ବଡ଼ ପର୍ବ । ଓଡ଼ିଶାରେଏହି ଦିନଟିକୁ ଝିଅମାନେ ବେଶ ଆନନ୍ଦର ସହ ପାଳନ କରିଥାନ୍ତି ।
କୁମାର ପୂର୍ଣ୍ଣିମା , କୁମାର ମାନଙ୍କ ପାଇଁ କୁମାରୀ ପାଳନ କରିଥାନ୍ତି  । ଏହି ଦିନ ସକାଳୁ ସକାଳୁ ଝିଅମାନେ ସୂର୍ଯ୍ୟ ଉଦୟ ପୂର୍ବରୁ ସ୍ନାନ ସାରି ନୂଆ ବସ୍ତ୍ର ପରିଧାନ କରି ଆଂଜୁଳା ଟେକିଥାନ୍ତି । କୁଲାରେ ସାତ ପ୍ରକାରର ଫଳ ଧରି ଚଉଁରାମୂଳରେ ବିଧି ସହକାରେ ପୂଜା କରିଥାନ୍ତି ।
ସନ୍ଧ୍ୟାରେ ଆକାଶରେ ଚନ୍ଦ୍ର ଆସିବା ପରେ ପ୍ରସାଦ ଚାନ୍ଦ କରି ଭୋଗ କରିଥାନ୍ତି ।

ପ୍ରସିଦ୍ଧ ମା’ଗଜଲକ୍ଷ୍ମୀଙ୍କ ମଧ୍ୟ ଆଜି ଠାରୁ ବିଭିନ୍ନ ପୂଜାମଣ୍ଡପରେ  ପୂଜା ପାଉଛନ୍ତି।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା