Masthead

ମୋଦି-ନବୀନଙ୍କ ପାର୍ଟନରସିପ୍ ଭାଙ୍ଗି ଫିଙ୍ଗି ଦେବାକୁ ଚାହୁଁଛୁ: ରାହୁଲ ଗାନ୍ଧୀ

ବାଲେଶ୍ୱର (ବଡ଼ ଖବର ବ୍ୟୁରୋ): ସିମୁଳିଆ ଜନସଭାରେ ରାହୁଲ ଗାନ୍ଧୀଙ୍କ ସମ୍ବୋଧନ  । କହିଛନ୍ତି ବିଜେପି ସମ୍ବିଧାନକୁ ଶେଷ କରିବାକୁ କରିବାକୁ ଚାହୁଁଛି । ଦୁନିଆର ଏଭଳି କୌଣସି ଶକ୍ତି ନାହିଁ ସମ୍ବିଧାନକୁ ସମାପ୍ତ କରିଦେବ । ଯେତେ ବି ଶକ୍ତି ଲଗାନ୍ତୁ ସମ୍ବିଧାନକୁ ସମାପ୍ତ କରିପାରିବେ ନାହିଁ ।

ବିଜେପି-ବିଜେଡି ମିଶିକି ଅଛନ୍ତି, ଚିନ୍ତାଧାରା ଗୋଟିଏ । ମୁଁ ବିଜେପି ବିରୋଧରେ ଲଢୁଥିବାରୁ ମୋ ନାଁରେ ୨୪ଟି ମାମଲା ହୋଇଛି । ଯଦି ନବୀନ ବିଜେପି ବିରୋଧରେ ଲଢୁଛନ୍ତି ତାଙ୍କ ନାଁରେ ମାମଲା କାହିଁକି ହେଉନି । ମୋଦି-ନବୀନଙ୍କ ପାର୍ଟନରସିପ୍ ଭାଙ୍ଗି ଫିଙ୍ଗି ଦେବାକୁ ଚାହୁଁଛୁ ।

ଓଡ଼ିଶାରେ ପାଣ୍ଡିଆନ ସରକାର ଚଳାଉଛନ୍ତି । ଜୁନ୍ ୪ରେ ଆମ ସରକାର ହେବ, ମହାଲକ୍ଷ୍ମୀ ଯୋଜନା ଚାଲୁ କରିବୁ । ଜୁଲାଇ ୫ରେ ମହିଳାଙ୍କ ବ୍ୟାଙ୍କ ଆକାଉଣ୍ଟକୁ ୮୫୦୦ ଟଙ୍କା ଆସିବ । କ୍ଷମତାକୁ ଆସିଲେ ଆମେ ଚାଷୀଙ୍କ ଋଣ ଛାଡ଼ କରିବୁ । ଅଗ୍ନିବୀର ଯୋଜନାକୁ ଅଳିଆ ଗଦାରେ ଫିଙ୍ଗିଦେବୁ । ଅଗ୍ନିବୀର ଯୋଜନା ରଦ୍ଦ କରିବୁ,ରାଜ୍ୟରେ ୩୦ ଲକ୍ଷ ନିଯୁକ୍ତି ଦେବୁ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା