Masthead

ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ପ୍ରେସମିଟ୍

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ ପାଇଁ ରାଜ୍ୟ ମୁଖ୍ୟ ନିର୍ବାଚନ ଅଧିକାରୀଙ୍କ ସାମ୍ବାଦିକ ସମ୍ମିଳନୀ । ୬ ଟି ସଂସଦୀୟ କ୍ଷେତ୍ରରେ ହେବ ନିର୍ବାଚନ । ୬ ଟି ସଂସଦୀୟ କ୍ଷେତ୍ରର ୪୨ ଟି ବିଧାନସଭା କ୍ଷେତ୍ରରେ ନିର୍ବାଚନ ହେବ । ଚତୁର୍ଥ ପର୍ଯ୍ୟାୟରେ ସବୁଠାରୁ ଅଧିକ ଭୋଟର ରହିଛନ୍ତି । ୯୯.୬୧ ଲକ୍ଷ ଭୋଟର ମତଦାନ କରିବେ । ପୁରୁଷ ଭୋଟର ୫୦.୮୮ ଲକ୍ଷ , ମହିଳା ଭୋଟର ୪୮.୭୨ ଲକ୍ଷ ଏବଂ ତୃତୀୟ ଲିଙ୍ଗି ଭୋଟର ୬୦୮୭ ଜଣ । ୧୦ ହଜାର ୮୮୨ ଟି ମତଦାନ କେନ୍ଦ୍ରରେ ମତଦାନ କରିବେ ଭୋଟର ।

୧୪ ସହ ବୁଥ ମହିଳାଙ୍କ ଦ୍ୱାରା ପରିଚାଳିତ ହେବ । ୨୦ % ଆଦର୍ଶ ବୁଥ , ୭୦ ହଜାରରୁ ଅଧିକ ପୋଲିଂ କର୍ମଚାରୀ ନିୟୋଜିତ ହେବେ । ଚତୁର୍ଥ ପର୍ଯ୍ୟାୟ ନିର୍ବାଚନ ପାଇଁ ୪୬୦ ଜଣ ପ୍ରାର୍ଥୀ ଅଛନ୍ତି । ୩୯୪ ବିଧାନସଭା ପ୍ରାର୍ଥୀ, ୬୬ ଲୋକସଭା ପ୍ରାର୍ଥୀ । ସିଏପିଏଫର ୧୨୫ କମ୍ପାନୀ ମୁତୟନ ହେବେ । ୨୦ ଯାଜପୁର,୨୨ ବାଲେଶ୍ୱର, କେନ୍ଦ୍ରାପଡ଼ା ୧୮, ଭଦ୍ରକ ୧୬, ୧୨ ଜଗତସିଂହପୁର, ୧୮ ମୟୁରଭଞ୍ଜ, ୧୨ କଟକ, ୭ ପୁରୀ । ନିଡବ୍ଲ୍ୟୁଡି ଭୋଟରଙ୍କ ପାଇଁ ନିଃଶୁଳ୍କ ପରିବହନ ବ୍ୟବସ୍ଥା ହୋଇଛି । ପୋଲିଂ ବୁଥକୁ ମୋବାଇଲ ମନା କରାଯାଇଛି । ଏଜେଣ୍ଟ ଓ ଭୋଟର ବୁଥକୁ ମୋବାଇଲ ନେଇ ପାରିବେ ନାହିଁ । ୨୦୧୯ରେ ଏହି ୬ ଟି ସଂସଦୀୟ କ୍ଷେତ୍ରରେ ୭୪% ମତଦାନ ହାର ରହିଥିଲା ।

ବୋଲଗଡ଼ର ବୁଥ ଭିତର ସିସିଟିଭି ଭିଡିଓ ଭାଇରାଲ ଘଟଣାରେ ତଦନ୍ତ କରି ରିପୋର୍ଟ ଦେବେ ଖୋର୍ଦ୍ଧା ଜିଲ୍ଲାପାଳ । ସେପଟେ ୨୦୧୪ରେ ୨୦ କୋଟି, ୨୦୧୯ ରେ ୪୪.୦୭ କୋଟି, ୨୦୨୪ ରେ ଆଜି ପର୍ଯ୍ୟନ୍ତ ୨୭୫ କୋଟି ଜବତ ହୋଇଛି ବୋଲି କହିଛନ୍ତି ମୁଖ୍ୟ ନିର୍ବାଚନ ଅଧିକାରୀ । ୨୦୧୪ରେ ୧.୮୯କୋଟି, ୨୦୧୯ରେ୧.୮୭କୋଟି, ୨୦୨୪ ବର୍ତ୍ତମାନ ସୁଦ୍ଧା ୨୦.୦୮ କୋଟି ଟଙ୍କା ଜବତ ହୋଇଛି । ମତଦାନ ହାର ୨୦୧୯ ତୁଳନାରେ ଅଧିକ ରହିଛି । ଭୁବେନେଶ୍ୱର ମତଦାନ ହାର ୫୦ % ରୁ ଅଧିକ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ସନ୍ଧ୍ୟା ସୁଦ୍ଧା ବଡ଼ ବନ୍ୟା