Masthead

‘ମୋର କାହା ପ୍ରତି ଆକ୍ରୋଶ ନାହିଁ’

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ଚଳିତ ସାଧାରଣ ନିର୍ବାଚନରେ ବିଜେପି ଓଡ଼ିଶାରେ ସରକାର ଗଢ଼ିବ ବୋଲି କହୁଥିବା ବେଳେ ବିଜେଡି ସୁପ୍ରିମୋ ତଥା ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଏଏନଆଇକୁ ଏକ ସାକ୍ଷାତକାରରେ କିଛି ଗୁରୁତ୍ୱପୂର୍ଣ୍ଣ କଥା କହିଛନ୍ତି। ମୁଖ୍ୟମନ୍ତ୍ରୀ ଏକ ପ୍ରଶ୍ନର ଉତ୍ତର ଦେଇ କହିଛନ୍ତି, ଚଳିତ ବିଧାନସଭା ନିର୍ବାଚନରେ ଆମେ ବହୁତ ଭଲ ରେଜଲ୍ଟ କରିବୁ। ଲୋକ ସଭା ଆସନରେ ମଧ୍ୟ ସଂଖ୍ୟା ଗରିଷ୍ଠତା ହାସଲ କରିବୁ। ବିରୋଧୀ ଦିନରେ ସ୍ବପ୍ନ ଦେଖୁଛନ୍ତି ବୋଲି ନବୀନ କହିଛନ୍ତି।

ପାଣ୍ଡିଆନ ଆପଣଙ୍କ ଉତ୍ତରାଧିକାରୀ ପ୍ରଶ୍ନରେ ନବୀନଙ୍କ  କହିଛନ୍ତି ପାଣ୍ଡିଆନ ମୋ ଉତ୍ତରାଧିକାରୀ ନୁହନ୍ତି ।  ମୋ ଉତ୍ତରାଧିକାରୀ ଲୋକ ସ୍ଥିର କରିବେ ।  ନିର୍ବାଚନରେ ବହୁତ ଭଲ ରେଜଲ୍ଟ କରିବୁ କହିଲେ ନବୀନ । ରାଜନୀତିରେ ମୋର କାହା ପ୍ରତି ଆକ୍ରୋଶ ନାହିଁ କହିଲେ ନବୀନ ।  ସାଧାରଣ ଜୀବନରେ ମୁଁ କାହାପ୍ରତି କେବେ ଆକ୍ରୋଶ ଦେଖାଇନି । ପ୍ରସଙ୍ଗ ଭିତ୍ତିକ ସମର୍ଥନ ଦରକାର ହେଲେ ପରିସ୍ଥିତି ଦେଖି ନିଷ୍ପତ୍ତି ନିଏ  ବୋଲି କହିଛନ୍ତି ନବୀନ ପଟ୍ଟନାୟକ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା