Masthead

ଓଲଟିଲା ପ୍ରଚାର ଗାଡ଼ି

ବାଲିଗୁଡା (ବଡ଼ ଖବର ବ୍ୟୁରୋ): ଓଲଟିଲା ପ୍ରଚାର ଗାଡି। ଗାଁ କୁ ରାସ୍ତା ନଥିବା ଯୋଗୁଁ କଂଗ୍ରେସର ପ୍ରଚାର ଗାଡି ପୋଖରୀରେ ଓଲଟି ପଡିଥିବା ଦେଖିବାକୁ ମିଳିଛି। ଏପରି ଘଟଣା କଷାଫଳ ପଞ୍ଚାୟତର ବାର ମାଣିଆ ଦାସ ସାହିରେ ଦେଖିବାକୁ ମିଳିଛି। କଂଗ୍ରେସର ପ୍ରଚାର ଗାଡି ରାସ୍ତାରେ ଯାଉଥିବା ବେଳେ ସଙ୍କୀର୍ଣ୍ଣ ରାସ୍ତା ଯୋଗୁ ରାସ୍ତା କଡ଼ରେ ଥିବା ପୋଖରୀକୁ ଓଲଟି ପଡିଥିଲା। ସ୍ଥାନୀୟ ବାସିନ୍ଦା ରସିଲଗାଇ ଅଟୋଟିକୁ ବହୁ କଷ୍ଟରେ ପୋଖରୀରୁ ବାହାର କରିଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ 🔴 କାଉଣ୍ଟର ଆଗରେ ଲମ୍ବା ଲାଇନ 🔴 ଥଣ୍ଡାରେ ଥରୁଛି ସାରା ଓଡ଼ିଶା 🔴 ରାଜ୍ୟରେ ଗଡ଼ୁଛି ୨ ଲକ୍ଷ ୧୯ ହଜାର ୬୭୭ ଇଭି ଗାଡ଼ି 🔴 ଛତିଶଗଡ଼ ବିଜାପୁରରେ ବଡ଼ ଏନକାଉଣ୍ଟର 🔴 ଶୀତ ଅଧିବେଶନର ଆଜି ସପ୍ତମ ଦିନ 🔴 ଆଜି ଭାରତ ଆସୁଛନ୍ତି ପୁଟିନ୍‌ 🔴 ଆଗକୁ ବଢ଼ିବ ଶୀତ 🔴 ଡିସେମ୍ବର ୩୧ ଯାଏଁ E-KYC 🔴 ୫ ଘଣ୍ଟା ଜଗା ଦର୍ଶନ ବନ୍ଦ 🔴 ଆଜି ଘୋଷଣା ହୋଇପାରେ +୨ ପରୀକ୍ଷା ତାରିଖ