Masthead

ପଶ୍ଚିମ ଓଡ଼ିଶାରେ ଅଂଶୁଘାତରେ ୪୧ ଜଣଙ୍କ ମୃତ୍ୟୁ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ତାତିରେ ଆଉଟ ପାଉଟୁ ପଶ୍ଚିମ ଓଡ଼ିଶା । ଅଂଶୁଘାତରେ ୪୧ ଜଣଙ୍କ ମୃତ୍ୟୁ ହୋଇଥିବା ବେଳେ ଅନେକ ଏବେ ଚିକିତ୍ସାଧୀନ ଅଛନ୍ତି । ପ୍ରବଳ ଖରା ଯୋଗୁଁ ଏଭଳି ଘଟଣା ଘଟିଥିବା ଅନୁମାନ କରାଯାଉଛି । ସୁନ୍ଦରଗଡ ସମେତ ସାରା ପଶ୍ଚିମ ଓଡିଶାରେ ପ୍ରବଳ ଗ୍ରୀଷ୍ମପ୍ରବାହ ଲାଗି ରହିଛି । ଝାରୁସୁଗୁଡାରେ ତାପମାତ୍ରା ୪୭ ଡିଗ୍ରୀ ରେକର୍ଡ ହୋଇଛି । ସୁନ୍ଦରଗଡ଼ ଜିଲ୍ଲାରେ ସର୍ବାଧିକ ୧୭ ଜଣଙ୍କର ମୃତ୍ୟୁ ହୋଇଥିବା ବେଳେ ସମ୍ବଲପୁରରେ ୮, ଝାରସୁଗୁଡାରେ ୭, ବଲାଙ୍ଗୀରରେ ୬ ଜଣ ଏବଂ ଅନ୍ୟ ସ୍ଥାନରେ ତିନି ଜଣଙ୍କର ମୃତ୍ୟୁ ହୋଇଥିବା ସୂଚନା ମିଳିଛି ।

ରାଉରକେଲା ଆରଜିଏଚରେ ୧୨ ଜଣ ଏବଂ ସୁନ୍ଦରଗଡ଼ ଜିଲ୍ଲାମୁଖ୍ୟ ଚିକିତ୍ସାଳୟରେ ୪ ଜଣ ଏବଂ ବନ୍ଧମୁଣ୍ଡା ରେଳବାଇ ହସ୍ପିଟାଲରେ ଜଣଙ୍କର ମୃତ୍ୟୁ ହୋଇଛି । ମେଡିକାଲରେ ଦିନକୁ ଦିନ ଅସୁସ୍ଥଙ୍କ ସଂଖ୍ୟା ବଢିବାରେ ଲାଗିଛି । ଘଟଣା ନେଇ ଜିଲ୍ଲାପାଳଙ୍କ ସହ କଥା ହୋଇଛନ୍ତି ଏସଆରସି ସତ୍ୟବ୍ରତ ସାହୁ । ଆରଜିଏଚ ହସ୍ପିଟାଲକୁ ଯାଇଛନ୍ତି ଏଡିଏମ, ପାନପୋଷ ଉପଜିଲ୍ଲାପାଳ । ତରୁନ୍ତ ତଦନ୍ତ ରିପୋର୍ଟ ଦେବାକୁ ନିର୍ଦ୍ଦେଶ ଦିଆଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ହର୍ମୁଜ ପ୍ରଣାଳୀ ଉର୍ଜା ଏଵଂ ଭାରତୀୟଙ୍କ ମୃତ୍ୟୁକୁ ନେଇ ଉଦବେଗ ପ୍ରକାଶ 🔴 ଏମ୍ସ ଡାକ୍ତରୀ ଛାତ୍ରୀଙ୍କ ଆତ୍ମହତ୍ୟା 🔴 ଶ୍ରୀମନ୍ଦିରରୁ ବନସ୍ପତି ଘିଅ ଜବତ 🔴 ନିଟ୍‌ ୟୁଜି ପୁନଃ ପରୀକ୍ଷା, ଟେଲିଗ୍ରାମ୍‌ ବନ୍ଦ 🔴 ବାୟୁସେନାର ଶକ୍ତିଶାଳୀ ବିମାନ ଦୁର୍ଘଟଣାଗ୍ରସ୍ତ 🔴 କେନ୍ଦୁଝରରେ ପୋଲିସର ଏନକାଉଣ୍ଟର 🔴 କୁମକୁମ ଭାଗ୍ୟ”ରେ ନିଜ ଚରିତ୍ର ପାଇଁ ଜଣାଶୁଣା ଟିଭି ଅଭିନେତ୍ରୀ ସଞ୍ଚିତା ଉଗାଲେଙ୍କ ମୃତ୍ୟୁ 🔴 ଗଣଶିକ୍ଷା ମନ୍ତ୍ରୀଙ୍କ ବଡ ସୂଚନା,୧୮ରେ ଖୋଲିବ ସ୍କୁଲ 🔴 ଖସିଲା ତେଲ ବଢିଲା ସୁନା ଦର 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ହର୍ମୁଜ ପ୍ରଣାଳୀ ଉର୍ଜା ଏଵଂ ଭାରତୀୟଙ୍କ ମୃତ୍ୟୁକୁ ନେଇ ଉଦବେଗ ପ୍ରକାଶ 🔴 ଏମ୍ସ ଡାକ୍ତରୀ ଛାତ୍ରୀଙ୍କ ଆତ୍ମହତ୍ୟା 🔴 ଶ୍ରୀମନ୍ଦିରରୁ ବନସ୍ପତି ଘିଅ ଜବତ 🔴 ନିଟ୍‌ ୟୁଜି ପୁନଃ ପରୀକ୍ଷା, ଟେଲିଗ୍ରାମ୍‌ ବନ୍ଦ 🔴 ବାୟୁସେନାର ଶକ୍ତିଶାଳୀ ବିମାନ ଦୁର୍ଘଟଣାଗ୍ରସ୍ତ 🔴 କେନ୍ଦୁଝରରେ ପୋଲିସର ଏନକାଉଣ୍ଟର 🔴 କୁମକୁମ ଭାଗ୍ୟ”ରେ ନିଜ ଚରିତ୍ର ପାଇଁ ଜଣାଶୁଣା ଟିଭି ଅଭିନେତ୍ରୀ ସଞ୍ଚିତା ଉଗାଲେଙ୍କ ମୃତ୍ୟୁ 🔴 ଗଣଶିକ୍ଷା ମନ୍ତ୍ରୀଙ୍କ ବଡ ସୂଚନା,୧୮ରେ ଖୋଲିବ ସ୍କୁଲ 🔴 ଖସିଲା ତେଲ ବଢିଲା ସୁନା ଦର 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ