Masthead

ନିର୍ବାଚନ ପୂର୍ବରୁ ପୋଲିସର ଫ୍ଲାଗମାର୍ଚ୍ଚ

ତିର୍ତ୍ତୋଲ(ବଡ଼ ଖବର ବ୍ୟୁରୋ): ଦିନକ ପରେ ଶେଷ ନିର୍ବାଚନ। ନିର୍ବାଚନ କୁ ଆଖିଆଗରେ ରଖି ଜିଲ୍ଲା ଆରକ୍ଷ ଅଧିକାରୀଙ୍କ ନେତୃତ୍ୱରେ ତିର୍ତ୍ତୋଲ ଥାନା ଆଇଆଇସି ଏବଂ ଏସଡିପିଓ ପରିଚାଳନା ଜରିଆରେ ତିର୍ତ୍ତୋଲ ଥାନା ରାହାମା ବଜାରରେ ଫ୍ଲାଗମାର୍ଚ୍ଚ କରାଯାଇଛି। ନାଗାଲାଣ୍ଡରୁ ଆସିଥିବା ଏକ ସୁରକ୍ଷା ବାହିନୀ ଏହି ଫ୍ଲାଗମାର୍ଚ୍ଚରେ ସାମିଲ୍ ହୋଇଥିଲେ। ଆଜି ପୋଲିସର କଡ଼ା ସୁରକ୍ଷା ଭିତରେ ସମସ୍ତ ଇଭିଏମ ମେସିନ୍ ନିର୍ବାଚନ ଅଧିକାରୀଙ୍କୁ ବଣ୍ଟନ କରାଯାଇଅଛି। ତେବେ ଚଳିତ ୩ଟି ପର୍ଯ୍ୟାୟ ନିର୍ବାଚନରେ ବିଭିନ୍ନ ସ୍ଥାନରେ ହୋଇଥିବା ହିଂସାକୁ ଦୃଷ୍ଟିରେ ରଖି ଜିଲ୍ଲା ପ୍ରଶାସନ ପକ୍ଷରୁ ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରାଯାଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ 🔴 ମେଡିକାଲ୍ ପିଜି ପରୀକ୍ଷାରେ ପେପର ଲିକ୍! 🔴 ନାବାଳକ ପେଟରେ ପଶିଗଲା ସାଇକେଲ ହ୍ୟାଣ୍ଡେଲ 🔴 ଫୁଲୁଛି ମହାନଦୀ, ସନ୍ଧ୍ୟା ସୁଦ୍ଧା ଆସିପାରେ ୯ ଲକ୍ଷ କ୍ୟୁସେକ୍ ପାଣି.. 🔴 କାଦୁଅରେ ପଶି କଲବଲ ହେଲା ଦନ୍ତା 🔴 ବନ୍ୟା ସ୍ଥିତି ନେଇ ରାଜସ୍ୱ ମନ୍ତ୍ରୀଙ୍କ ସମୀକ୍ଷା ବୈଠକ 🔴 ଆଜି ଦକ୍ଷିଣ ଓ ପଶ୍ଚିମ ଓଡ଼ିଶାରେ ପ୍ରବଳ ବର୍ଷା! 🔴 ବୁଡିଗଲା ପୋଲ, ଧୋଇଗଲା ରାସ୍ତା 🔴 ମହାପ୍ରଭୁଙ୍କ ବନକଲାଗି, ୫ ଘଣ୍ଟା ଦର୍ଶନ ବନ୍ଦ 🔴 ୮ ଜିଲ୍ଲାରେ ସ୍କୁଲ୍ ଛୁଟି 🔴 ଭୂମିକମ୍ପରେ ଦୋହଲିଲା ଜାପାନ, ୭.୧ ତୀବ୍ରତାରେ କମ୍ପିଲା ଅନେକ ଅଞ୍ଚଳ