Masthead

ପ୍ରଶାନ୍ତ ଜଗଦ୍ଦେବଙ୍କ ଗିରଫଦାରୀ ମାମଲା, ରାୟ ସଂରକ୍ଷିତ

ଖୋର୍ଦ୍ଧା (ବଡ଼ ଖବର ବ୍ୟୁରୋ):  ଚିଲିକା ବିଧାୟକ ପ୍ରଶାନ୍ତ ଜଗଦ୍ଦେବଙ୍କ ଗିରଫଦାରୀ ମାମଲା । ଖୋର୍ଦ୍ଧା କୋର୍ଟରେ ଶୁଣାଣି ଶେଷ, ରାୟ ସଂରକ୍ଷିତ । ପୀତାମ୍ବର ଆଚାର୍ୟ୍ୟଙ୍କ ସମେତ ୪୦ ଆଇନଜୀବୀଙ୍କ ଯୁକ୍ତି ଉପସ୍ଥାପନ । ଗତ ୨୫ ତାରିଖରେ ବୋଲଗଡ଼ ବ୍ଲକ କାଉଁରିପାଟଣା ବୁଥରେ ଇଭିଏମ ଭଙ୍ଗା ଘଟଣାରେ ପୋଲିସ ଖୋର୍ଦ୍ଧା ବିଜେପି ବିଧାୟକ ପ୍ରାର୍ଥୀ ତଥା ଚିଲିକା ବିଧାୟକ ପ୍ରଶାନ୍ତ ଜଗଦେବଙ୍କୁ ଗିରଫ କରି କୋର୍ଟ ଚାଲାଣ କରିଥିଲା । ଆଜି ତାଙ୍କର ଜାମିନ ଆବେଦନ ଶୁଣାଣି ବେଳେ ବରିଷ୍ଠ ଆଇନଜୀବୀ ପିତାମ୍ବର ଆଚାର୍ୟ୍ୟଙ୍କ ସମେତ ଖୋର୍ଦ୍ଧା ବାରର ୪୦ରୁ ଉର୍ଦ୍ଧ ଆଇନଜୀବୀ ପ୍ରଶାନ୍ତଙ୍କ ସପକ୍ଷରେ ଯୁକ୍ତି ରଖିଥିଲେ ।

କୋର୍ଟ ପ୍ରଶାନ୍ତଙ୍କ ଓକିଲଙ୍କ ସହ ସରକାରୀ ଓକିଲଙ୍କ ଯୁକ୍ତି ଶୁଣିବା ପରେ ରାୟ ସଂରକ୍ଷିତ ରଖିଛନ୍ତି । ତେବେ କୋର୍ଟ ବାହାରେ ଆଇନଜୀବୀ ତଥା ବିଜେପି ମୁଖପାତ୍ର ପିତାମ୍ବର ଆଚାର୍ଯ୍ୟ ପ୍ରଶାନ୍ତଙ୍କ ଗିରଫଦାରୀ ଘଟଣାକୁ ଚକ୍ରାନ୍ତ କହିବା ସହ ଏଥିପାଇଁ ମୁଖ୍ୟ ଚକ୍ରାନ୍ତ କାରି ରାଜ୍ୟର ଦୁଇ ବରିଷ୍ଠ ଆଇପିଏସ ଅଧିକାରୀ ଡିଏସ କୁଟେ ଏବଂ ଆଶିଷ ସିଂଙ୍କ ବିରୋଧରେ ଇସିଆଇ କାର୍ୟ୍ୟାନୁଷ୍ଠାନ ନେଇଥିବା କହିଛନ୍ତି।

 

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି 🔴 ଦୁଇ ଭାଇଙ୍କୁ ଧାରୁଆ ଅସ୍ତ୍ରରେ ମରଣାନ୍ତକ ଆକ୍ରମଣ 🔴 ଦ୍ଵିତୀୟ ଦିନରେ ସରଗରମ ହୋଇପାରେ ଗୃହ 🔴 ହର୍ମୁଜ ପ୍ରଣାଳୀ ଅବରୋଧ କଲେ ୨୦ ଗୁଣ ଅଧିକ କାର୍ଯ୍ୟାନୁଷ୍ଠାନ 🔴 ଟ୍ରମ୍ପଙ୍କ ବଡ ଘୋଷଣା, ଦୁର୍ବଳ ହୋଇ ପଡିଛି … 🔴 ମୋଜତାବ ଖାମେନେଇ ଇରାନର ନୂଆ ସୁପ୍ରିମ ଲିଡର୍ 🔴 ଆଇସକ୍ରିମ ଫ୍ୟାକ୍ଟ୍ରିରେ ବ୍ଲାଷ୍ଟ, ଜଣେ ମୃତ 🔴 ସାଉଦିରେ ଇରାନର ମିସାଇଲ ଆକ୍ରମଣ, ଜଣେ ଭାରତୀୟଙ୍କ ସମେତ ୨ ମୃତ 🔴 ପୁଣି ସରଗରମ ହେବ ବିଧାନସଭା 🔴 ଦୁବାଇରେ ପୁଣି ଆଟାକ୍ କଲା ଇରାନ 🔴 ତହସିଲଦାର ଓ ଆରଆଇଙ୍କ ବିରୋଧରେ ଚିଠି