Masthead

ଶେଷ ପର୍ଯ୍ୟାୟରେ ଅନେକ ଆସନରେ କଡା ଟକ୍କର, ହେଲେ ସମସ୍ତଙ୍କ ନଜର ବାରାଣସୀ

ନୂଆଦିଲ୍ଲୀ (ବଡ଼ ଖବର ବ୍ୟୁରୋ): ଆଜି ଅନ୍ତିମ ତଥା ଶେଷ ପର୍ଯ୍ୟାୟ ନିର୍ବାଚନ । ଦେଶରେ ୧୩ଟି ଲୋକସଭା ଆସନରେ ଚାଲିଛି ମତଦାନ । ଆଜିର ସୂର୍ଯ୍ୟାସ୍ତ ପରେ ବଦଳିବ ନେତାଙ୍କ ଭାଗ୍ୟ । ଆଜିର ନିର୍ବାଚନ ସ୍ୱତନ୍ତ୍ର । କାରଣ ବିଜେପିର ବରିଷ୍ଠ ନେତା ତଥା ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ସଂସଦୀୟ ନିର୍ବାଚନମଣ୍ଡଳି ବାରାଣାସୀରେ ଚାଲିଛି ଭୋଟ ଗ୍ରହଣ । ତେବେ ବାରାଣାସୀର ସବୁଠାରୁ ବଡ ପ୍ରଶ୍ନ ହେଉଛି ପ୍ରଧାନମନ୍ତ୍ରୀଙ୍କ ବିଜୟ କେତେ ବଡ ହେବ।

ଗତ ନିର୍ବାଚନରେ ବାରାଣାସୀ, ମହାରାଜଗଞ୍ଜ, ଗୋରଖପୁର, କୁସିନାଗର, ଦେଓରିଆ, ବାନ୍ସଗାଓଁ, ସାଲେମପୁର, ବାଲିଆ ଏବଂ ଚାନ୍ଦୌଲିରେ ନାରଙ୍ଗି ପତାକା ଉତ୍ତୋଳନ କରାଯାଇଥିଲା। ଯେତେବେଳେ କି ର୍ମିଜାପୁର ଏବଂ ରୋବର୍ଟସଗଞ୍ଜରେ ବିଜେପିର ସହଯୋଗୀ ଆପ୍ନା ଦଳ-ଏସ ସଫଳ ହୋଇଥିଲା। ୨୦୧୪ରେ ପ୍ରଥମ ଥର ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏମପି ଭାବରେ ନିର୍ବାଚିତ ହୋଇଥିଲେ। ୨୦୧୯ ରେ, ସେ ପୁଣି ଏକ ବଡ ବିଜୟ କରି ଦ୍ୱିତୀୟ ଥର ପାଇଁ ପ୍ରଧାନମନ୍ତ୍ରୀ ହୋଇଥିଲେ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼ 🔴 ୩୦ରେ ବିଧାନସଭା ସ୍ୱତନ୍ତ୍ର ଅଧିବେଶନ 🔴 ଆପ ଛାଡିଲେ ରାଘବ ଚଡ୍ଡା 🔴 ଆଜି ଉପକୂଳରେ ୪୫ ଡିଗ୍ରି ଟପିପାରେ ପାରଦ 🔴 ବଲାଙ୍ଗିର ଯିବେ ମୁଖ୍ୟମନ୍ତ୍ରୀ 🔴 ପ୍ରେମିକ ସାଜିଲା ସଇତାନ 🔴 ପ୍ଲଟ୍‌ ବ୍ୟବସାୟୀଙ୍କ ହତ୍ୟା ଘଟଣା, ମାଷ୍ଟରମାଇଣ୍ଡ ପୁତୁରା ଓ ଝିଆରୀ 🔴 ଶୁକ୍ରବାର ଆଲୋଚନା ହେବାର ସମ୍ଭାବନା: ଟ୍ରମ୍ପ 🔴 ରେକର୍ଡ ଭାଙ୍ଗିଲା ତାତି, ୨୫ ସ୍ଥାନରେ ତାମପାତ୍ରା ୪୦ ଡିଗ୍ରି 🔴 ପଶ୍ଚିମବଙ୍ଗ-ତାମିଲନାଡୁରେ ଭୋଟ୍ 🔴 ଜନଗଣନା ବେଳେ ଅଧିକାରୀଙ୍କୁ ନିସ୍ତୁକ ମାଡ଼