Masthead

ସକାଳ ୯ଟା ସୁଦ୍ଧା ୭.୬୯ ପ୍ରତିଶତ ଭୋଟ୍

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ):ରାଜ୍ୟରେ ଆଜି ଚତୁର୍ଥ ତଥା ଶେଷ ପର୍ଯ୍ୟାୟ ଭୋଟ। ସକାଳ ୭ରୁ ଭୋଟ ଗ୍ରହଣ ଆରମ୍ଭ ହୋଇଛି। ସକାଳୁ ସକାଳୁ ବୁଥମାନଙ୍କରେ ଭୋଟରମାନଙ୍କର ଭିଡ ଆରମ୍ଭ ହୋଇଗଲାଣି। ଆଜି ୬଼ ଲୋକ ସଭା ସମେତ ଏହା ଅଧୀନରେ ଥିବା ୪୨ ବିଧାନସଭା ଆସନ ପାଇଁ ମତଦାନ ହେଉଛି। ୬ ସଂସଦୀୟ କ୍ଷେତ୍ର ପାଇଁ ୬୬ ଜଣ ଏବଂ ୪୨ ବିଧାନସଭା ଆସନ ପାଇଁ ୩୯୪ ଜଣ ପ୍ରାର୍ଥୀ ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି। ୯୯,୬୧,୦୫୭ ଭୋଟର ନିଜର ମତାଧିତ୍କାର ସାବ୍ୟସ୍ତ କରିବେ।

ଏମାନଙ୍କ ମଧ୍ୟରେ ୫୦,୮୮,୦୭୬ ପୁରୁଷ, ୪୮,୭୨,୨୯୪ ମହିଳା ଓ ୬୮୭ ତୃତୀୟ ଲିଙ୍ଗ ଭୋଟର ରହିଛନ୍ତି। ତେବେ ମିଳିଥିବା ସୂଚନା ମୁତାବକ ଚତୁର୍ଥ ପର୍ଯ୍ୟାୟରେ ରାଜ୍ୟରେ ସକାଳ ୯ଟା ସୁଦ୍ଧା ୭.୬୯ ପ୍ରତିଶତ ଭୋଟ୍ ପଡିଛି । ବାଲେଶ୍ୱର ଜିଲ୍ଲାରେ ୭.୭୭ ପ୍ରତିଶତ ଭୋଟ୍ ପଡିଥିବାବେଳେ, ଭଦ୍ରକ ଜିଲ୍ଲାରେ ୭.୭୯ ପ୍ରତିଶତ ଭୋଟ୍ ପଡିଛି । ଅନ୍ୟପଟେ କଟକ ଜିଲ୍ଲାରେ ୬.୭୯ ପ୍ରତିଶତ, ଜଗତସିଂହପୁରରେ ୮.୨୩ ପ୍ରତିଶତ, ଯାଜପୁରରେ ୭.୭୪ ପ୍ରତିଶତ, କେନ୍ଦ୍ରାପଡାରେ ୭.୯୦ ପ୍ରତିଶତ, ମୟୂରଭଞ୍ଜରେ ୭.୧୦ ପ୍ରତିଶତ ଏବଂ ପୁରୀ ଜିଲ୍ଲାରେ ୮.୯୦ ପ୍ରତିଶତ ମତଦାନ ହେଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ନେଇ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ 🔴 ଆମେରିକା-ଇରାନ୍ ଚୁକ୍ତିର ୧୪ ବଡ଼ ସର୍ତ୍ତ 🔴 ୭ ଜିଲ୍ଲାକୁ ଅରେଞ୍ଜ ୱାର୍ଣ୍ଣିଂ ଜାରି 🔴 ତୀର୍ଥଯାତ୍ରୀ ବସ ଦୁର୍ଘଟଣା ଗ୍ରସ୍ତ 🔴 ବର୍ଷାକୁ ନେଇ ଅରେଞ୍ଜ ୱାର୍ଣ୍ଣିଂ 🔴 ବନସ୍ତେ ଡାକିଲା ଗଜ, ବରଷକେ ଥରେ ଆସିଛି ରଜ…. 🔴 ଭାରତୀୟ ନୂତନ ସ୍ଥଳସେନା ମୁଖ୍ୟ 🔴 ଆସାମରେ ବାୟୁସେନା ବିମାନ ଦୁର୍ଘଟଣା । 🔴 ଓଏଏସ ପ୍ରେମିକକୁ ମହଙ୍ଗା ପଡ଼ିଲା ପ୍ରେମ!ଚନ୍ଦ୍ରିକାଙ୍କ ମୃତ୍ୟୁ ବନ୍ଧାହେଲେ ଭୀମସେନ 🔴 ଆଜି ସଜବାଜ କାଲି ପହିଲି ରଜ 🔴 ଗୋମାଫିଆଙ୍କ ଘରେ ପୋଲିସର ଚଢ଼ାଉ