Masthead

ଗଣମାଧ୍ୟମ ସଂସ୍ଥାମାନଙ୍କୁ ଅନୁରୋଧ ସତ୍ୟ ଖବର ପ୍ରସାରଣ କରନ୍ତୁ: ନିକୁଞ୍ଜ ବିହାରୀ ଧଳ

ଭୁବନେଶ୍ୱର (ବଡ଼ ଖବର ବ୍ୟୁରୋ): ନିର୍ବାଚନକୁ ନେଇ ମୁଖ୍ୟ ନିର୍ବାଚନ ଅଧିକାରୀ ନିକୁଞ୍ଜ ବିହାରୀ ଧଳଙ୍କ ପ୍ରେସମିଟ । କହିଛନ୍ତି ଆଜି ରାଜ୍ୟର ଚତୁର୍ଥ ପର୍ଯ୍ୟାୟ ତଥା ଶେଷ ପର୍ଯ୍ୟାୟର ନିର୍ବାଚନ । ୬ ଟି ସଂସଦୀୟ କ୍ଷେତ୍ର ଓ ୪୨ ଟି ବିଧାନସଭା ପାଇଁ ନିର୍ବାଚନ ପ୍ରକ୍ରିୟା ଜାରି ରହିଛି । ୬ ଟି ଲୋକସଭା ତଥା ଭଦ୍ରକ, ବାଲେଶ୍ଵର , ଜଗତସିଂପୁର, ଯାଜପୁର , କେନ୍ଦ୍ରାପଡ଼ା ଓ ମୟୁରଭଞ୍ଜରେ ଚାଲିଛି ମତଦାନ । ଏଥିରେ ପ୍ରାୟ ୧ କୋଟି ଭୋଟର ରହିଛନ୍ତି । ସୁରୁଖୁରୁରେ ଚାଳିଛି ମତଦାନ ।

ଯେଉଁଠି ତ୍ରୁଟି ଥିଲା ଠିକ କରାଯାଇଛି । ସକାଳ ୯ ସୁଦ୍ଧା ରାଜ୍ୟରେ ୭.୬୯ ପ୍ରତିଶତ ଭୋଟିଂ ହୋଇଛି । ବଶିଷ୍ଠ ନାଗରିକମାନଙ୍କ ମଧ୍ୟରେ ଅଧିକ ଉତ୍ସାହ ରହିଛି । ଯୁବ ଭୋଟର ମାନେ ମଧ୍ୟ ଏହାକୁ ନେଇ ନିଜ ସଠିକ ମତ ପୋଷଣ କରନ୍ତୁ ବୋଲି କହିଛନ୍ତି ମୁଖ୍ୟ ନିର୍ବାଚନ ଅଧିକାରୀ । ୨୦୧୯ ରେ ଏହି ୬ ଟି ସ୍ଥାନରେ ୭୪.୩୮ ପ୍ରତିଶତ ଥିଲା, ଚଳିତ ଥର ମଧ୍ୟ ଭଲ ହେବ ବୋଲି ଆଶା । ଗଣମାଧ୍ୟମ ସଂସ୍ଥା ମାନଙ୍କୁ ଅନୁରୋଧ ସତ୍ୟ ଖବର ପ୍ରସାରଣ କରନ୍ତୁ । ସମୟ ସମୟରେ ଭୁଲ ଖବର ଭୋଟରମାନଙ୍କୁ ନିରୁତ୍ସାହିତ କରିଥାଏ । ୬୨୭୯ ମତଦାନ କେନ୍ଦ୍ରରୁ ୱେବ କଷ୍ଟି ଚଲିଛି । ୧୦୮୮୨ ଟି ମତଦାନ କେନ୍ଦ୍ରରେ ଭୋଟିଂ ଚାଲିଛିା ବର୍ତ୍ତମାନ ସୁଦ୍ଧା ୭୯ ବାଲାଟ ୟୁନିଟ ୧୦୬ କଣ୍ଟ୍ରୋଲ ୟୁନିଟ ଓ ୨୩୩ ଟି ଭିଭିପାଟ ପରିବର୍ତନ ହେଇଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ପ୍ରସନ୍ନ ଯିବେ ବିଜେପି!, ଚର୍ଚ୍ଚା ବଢାଇଲା କେକ୍ 🔴 ବନ୍ୟା ପାଣିରେ ଭାସି ବୃଦ୍ଧ ନିଖୋଜ 🔴 ୨୪ ଘଣ୍ଟା ପ୍ରବଳ ବର୍ଷା 🔴 ମୋ ପାଇଁ ଛୁଆଙ୍କୁ ଲଗାଇଛନ୍ତି ନବୀନ: ଧର୍ମେନ୍ଦ୍ର ପ୍ରଧାନ 🔴 ବୈତରଣୀରେ ବଢ଼ୁଛି ପାଣି, ପୁଣି ଡରାଇଲା ବନ୍ୟା 🔴 ଓଡ଼ିଶା ଜଙ୍ଗଲରେ ଅସୁରକ୍ଷିତ କି ‘ବାଘ’? 🔴 ଲିଫ୍ଟ ମନା କରିବା ପଡ଼ିଲା ମହଙ୍ଗା 🔴 ଆଜି ସୃଷ୍ଟି ହେବ ଲଘୁଚାପ, ୧୧ ଯାଏଁ ପ୍ରବଳ ବର୍ଷା 🔴 ବିଜୟଙ୍କ ଛାଡ଼ପତ୍ର ମାମଲାରେ ବଡ଼ ଟ୍ୱିଷ୍ଟ 🔴 ବ୍ରିକ୍ସ ବୈଠକ, ୩ ଦେଶକୁ ବଡ଼ ସହଯୋଗ ଘୋଷଣା କଲା ଭାରତ 🔴 ପ୍ରସନ୍ନ ଯିବେ ବିଜେପି!, ଚର୍ଚ୍ଚା ବଢାଇଲା କେକ୍ 🔴 ବନ୍ୟା ପାଣିରେ ଭାସି ବୃଦ୍ଧ ନିଖୋଜ 🔴 ୨୪ ଘଣ୍ଟା ପ୍ରବଳ ବର୍ଷା 🔴 ମୋ ପାଇଁ ଛୁଆଙ୍କୁ ଲଗାଇଛନ୍ତି ନବୀନ: ଧର୍ମେନ୍ଦ୍ର ପ୍ରଧାନ 🔴 ବୈତରଣୀରେ ବଢ଼ୁଛି ପାଣି, ପୁଣି ଡରାଇଲା ବନ୍ୟା 🔴 ଓଡ଼ିଶା ଜଙ୍ଗଲରେ ଅସୁରକ୍ଷିତ କି ‘ବାଘ’? 🔴 ଲିଫ୍ଟ ମନା କରିବା ପଡ଼ିଲା ମହଙ୍ଗା 🔴 ଆଜି ସୃଷ୍ଟି ହେବ ଲଘୁଚାପ, ୧୧ ଯାଏଁ ପ୍ରବଳ ବର୍ଷା 🔴 ବିଜୟଙ୍କ ଛାଡ଼ପତ୍ର ମାମଲାରେ ବଡ଼ ଟ୍ୱିଷ୍ଟ 🔴 ବ୍ରିକ୍ସ ବୈଠକ, ୩ ଦେଶକୁ ବଡ଼ ସହଯୋଗ ଘୋଷଣା କଲା ଭାରତ