Masthead

ଗୁଣ୍ଡିଚା ମନ୍ଦିର ନାକଚଣା ଦ୍ୱାର ନିକଟରେ ଅଗ୍ନିକାଣ୍ଡ

ପୁରୀ (ବଡ଼ ଖବର ବ୍ୟୁରୋ): ପୁରୀ ଶ୍ରୀଗୁଣ୍ଡିଚା ମନ୍ଦିରରେ ଅଘଟଣ। ଶ୍ରୀଗୁଣ୍ଡିଚା ମନ୍ଦିର ନାକଚଣା ଦ୍ୱାର ନିକଟରେ ବଡଧରଣର ଅଗ୍ନିକାଣ୍ଡ ଘଟିଛି । ଅଗ୍ନିକାଣ୍ଡ ଘଟି ଜଳିଗଲା ଦଶରୁ ଉର୍ଦ୍ଧ୍ବ ଫାଇବର ବେରିକେଡ ଓ କେବଲ୍। ଅଗ୍ନିକାଣ୍ଡ ଏତେ ଭୟଙ୍କର ଥିଲା ଯେ କେହି ପାଖକୁ ଯିବାକୁ ଭୟ କରୁଥିଲେ। ଅଗ୍ନିକାଣ୍ଡ ଯୋଗୁଁ ନାକଚଣା ଦ୍ୱାର ସମ୍ମୁଖ ଗଛ ଓ ଅନ୍ୟାନ୍ୟ ଜିନିଷ ଜଳିଯାଇଛି। ତେବେ ଆଜି ନିମାପଡା ଓ କାକଟପୁରରେ ନିର୍ବାଚନ ଥିବାରୁ ଏସ୍ପି ଶ୍ରୀମନ୍ଦିରରେ ମହାପ୍ରଭୁଙ୍କୁ ଦର୍ଶନ କରି ଯାଉଥିବାସମୟରେ ତାଙ୍କ ନଜର କୁ ଏଭଳି ଘଟଣା ଆସିଥିଲା।

ଫଳରେ ସେ ତୁରନ୍ତ ଦମକଳ ଅଫିସକୁ ଫୋନ୍ କରିଥିଲେ। ଦମକଳ ପହଞ୍ଚି ନିଆଁକୁ ନିୟନ୍ତ୍ରଣ କରିଥିଲା। ତେବେ ଅଗ୍ନିକାଣ୍ଡରେ ଶ୍ରୀଗୁଣ୍ଡିଚା ମନ୍ଦିରର ନାକଚଣା ଦ୍ୱାର ଓ ପାଚେରୀ କ୍ଷତିଗ୍ରସ୍ତ ହୋଇଛି। ଅଗ୍ନିକାଣ୍ଡ ଧୂଆଁ ଓ ତାତିରେ କଳା ପଡିଯାଇଛି। ତେବେ ଏଠାରେ କିଭଳି ନିଆଁ ଲାଗିଲା ଓ କିଏ ଲଗାଇଲା ତାହା ସ୍ପଷ୍ଟ ହୋଇନାହିଁ ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ବଢୁଛି ସୁବର୍ଣ୍ଣରେଖା ନଦୀର ଜଳସ୍ତର! 🔴 ପୁଣି ଏକ ଡଲଫିନର ମୃତଦେହ ଉଦ୍ଧାର, ଦୁଇ ଦିନରେ ମିଳିଲା ୨ଟି 🔴 କାଠ ମାଫିଆଙ୍କ କବ୍ଜାରେ କୁଳଡିହା ଅଭୟାରଣ୍ୟ,ସୁରକ୍ଷା ନେଇ ଉଠିଲା ପ୍ରଶ୍ନ 🔴 ସିକ୍କିମରେ ପ୍ରବଳ ବର୍ଷାକୁ ନେଇ ବଡ଼ ଭୂସ୍ଖଳନ, ଅନେକ ଘର କ୍ଷତିଗ୍ରସ୍ତ 🔴 ଦୁଇ ବରିଷ୍ଠ ଅଧିକାରୀ ନିଲମ୍ବିତ 🔴 ଏସିଆନ୍ ଗେମ୍ସରେ ଶୁଟିଂରୁ ଭାରତକୁ ପ୍ରଥମ ସ୍ୱର୍ଣ୍ଣ, ଇତିହାସ ରଚିଲେ ସୁରୁଚି-କମଲଜିତ 🔴 ମହାବଳ ବାଘକୁ ଘରେ ତାଲା 🔴 ଜାତୀୟ ହୋମିଓପାଥିକ କର୍ମଶାଳାରେ ୬୫ ସଫଳ ପ୍ରାର୍ଥୀଙ୍କୁ ସମ୍ବର୍ଦ୍ଧନା 🔴 ନେପାଳରେ ବିମାନ ଅଘଟଣ, ବଞ୍ଚିଗଲେ ୧୬ ଯାତ୍ରୀ 🔴 ଆଫଗାନିସ୍ତାନରେ ଏୟାରଷ୍ଟ୍ରାଇକ୍‌, ଚିନ୍ତା ପ୍ରକାଶ କଲା ରୁଷ ଦୂତାବାସ 🔴 ବଢୁଛି ସୁବର୍ଣ୍ଣରେଖା ନଦୀର ଜଳସ୍ତର! 🔴 ପୁଣି ଏକ ଡଲଫିନର ମୃତଦେହ ଉଦ୍ଧାର, ଦୁଇ ଦିନରେ ମିଳିଲା ୨ଟି 🔴 କାଠ ମାଫିଆଙ୍କ କବ୍ଜାରେ କୁଳଡିହା ଅଭୟାରଣ୍ୟ,ସୁରକ୍ଷା ନେଇ ଉଠିଲା ପ୍ରଶ୍ନ 🔴 ସିକ୍କିମରେ ପ୍ରବଳ ବର୍ଷାକୁ ନେଇ ବଡ଼ ଭୂସ୍ଖଳନ, ଅନେକ ଘର କ୍ଷତିଗ୍ରସ୍ତ 🔴 ଦୁଇ ବରିଷ୍ଠ ଅଧିକାରୀ ନିଲମ୍ବିତ 🔴 ଏସିଆନ୍ ଗେମ୍ସରେ ଶୁଟିଂରୁ ଭାରତକୁ ପ୍ରଥମ ସ୍ୱର୍ଣ୍ଣ, ଇତିହାସ ରଚିଲେ ସୁରୁଚି-କମଲଜିତ 🔴 ମହାବଳ ବାଘକୁ ଘରେ ତାଲା 🔴 ଜାତୀୟ ହୋମିଓପାଥିକ କର୍ମଶାଳାରେ ୬୫ ସଫଳ ପ୍ରାର୍ଥୀଙ୍କୁ ସମ୍ବର୍ଦ୍ଧନା 🔴 ନେପାଳରେ ବିମାନ ଅଘଟଣ, ବଞ୍ଚିଗଲେ ୧୬ ଯାତ୍ରୀ 🔴 ଆଫଗାନିସ୍ତାନରେ ଏୟାରଷ୍ଟ୍ରାଇକ୍‌, ଚିନ୍ତା ପ୍ରକାଶ କଲା ରୁଷ ଦୂତାବାସ