Masthead

ପୋଖରୀରକୁ ଫିଙ୍ଗିଦେଲେ ଇଭିଏମ୍

କୋଲକାତା (ବଡ଼ ଖବର ବ୍ୟୁରୋ): ମତଦାନ ଚାଲିଥିବାବେଳେ କ୍ରୋଧିତ ହେଲେ ଜନତା । ଇଭିଏମକୁ ନେଇ ପୋଖରୀରେ ଫିଙ୍ଗିଦେଲେ । ଏଭଳି ଦୃଶ୍ୟ ଦେଖିବାକୁ ମଳିଛି ପଶ୍ଚିମବଙ୍ଗର ଦକ୍ଷିଣ ଚବିଶ ପ୍ରଗଣା କୁଲଟାଲିରେ । ଲୋକ ସଭା ନିର୍ବାଚନର ସପ୍ତମ ପର୍ଯ୍ୟାୟରେ ପଶ୍ଚିମବଙ୍ଗର ଦକ୍ଷିଣ ଚବିଶ ପ୍ରଗଣା କୁଲଟାଲିରେ ହଠାତ୍‌ ଜନତା କ୍ରୋଧିତ ହୋଇଥିଲେ। ଏକ କ୍ରୋଧିତ ଜନତା ମତଦାନ ବୁଥ୍‌ରେ ପ୍ରବେଶ କରି ଏକ ଇଭିଏମ୍‌ ଉଠାଇ ନିକଟସ୍ଥ ପୋଖରୀରେ ଫିଙ୍ଗି ଭୋଟ୍‌ ପ୍ରକ୍ରିୟାକୁ ଅଟକାଇ ଦେଇଥିଲେ।

ଯେତେବେଳେ କିଛି ଭୋଟରଙ୍କୁ ମତଦାନ ବୁଥ୍‌ରେ ପ୍ରବେଶ ବନ୍ଦ କରାଯାଇଥିଲା ସେତେବେଳେ ଏହା ଘଟିଥିଲା। ଏହା ଦେଖି ସ୍ଥାନୀୟ ଲୋକେ ପ୍ରବଳ ରାଗିଯାଇଥିଲେ। ସେମାନେ ଜବରଦସ୍ତ ମତଦାନ କେନ୍ଦ୍ରରେ ପଶି ଭୋଟର ଭେରିଫାଏଡ୍‌ ପେପର ଅଡିଟ୍‌ ଟ୍ରେଲ ସହିତ ଇଭିଏମ୍‌କୁ ନେଇ ପୋଖରୀରେ ଫିଙ୍ଗି ଦେଇଥିଲେ। ଯାହାର ଭିଡିଓ ସୋସିଆଲ ମିଡିଆରେ ଭାଇରାଲ ହେବାରେ ଲାଗିଛି ।

ଆଗକୁ ପଢନ୍ତୁ
ବ୍ରେକିଙ୍ଗ୍ ନ୍ୟୁଜ୍
🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା 🔴 ଭୁଲିଗଲେ ରାଗ ରୁଷା, ଏକାଠି ହେଲେ ରାଜା-ସୁଜାତା 🔴 ପ୍ରବଳରୁ ପ୍ରବଳତର ବର୍ଷା ସମ୍ଭାବନା 🔴 ମାଡ଼ି ଆସୁଛି ଲଘୁଚାପ ବର୍ଷା; ୧୨ ତାରିଖ ଯାଏ ରାଜ୍ୟରେ ପ୍ରବଳ ଛେଚିବ 🔴 ଶିକ୍ଷକଙ୍କ ମାଡରେ ଛାତ୍ର ଗୁରୁତର 🔴 ବାୟା କରୁଛି 80’sର ଟ୍ରେଣ୍ଡ୍ 🔴 ହଠାତ୍ ଉଭାନ୍ ହୋଇଗଲା ସମୁଦ୍ର! 🔴 ସୃଷ୍ଟି ହେଲା ଲଘୁଚାପ 🔴 ଜିଦରେ ଅଟଳ ଜେଲ ମୁଖିଆ 🔴 ଆଧ୍ୟାତ୍ମିକ ଗୁରୁ ସାଧ୍ୱୀ ରିତମ୍ଭରାଙ୍କ କିଟ୍‍ ଓ କିସ୍‍ ପରିଦର୍ଶନ 🔴 ଭତ୍ତା ଟଙ୍କା ପାଇଁ ରାଜରାସ୍ତାରେ ବୃଦ୍ଧବୃଦ୍ଧା